Online Bible

- Reklamy -




ମାଥିଉ 25:38 - ଓଡିଆ ବାଇବେଲ

38 ଆଉ, କେବେ ଆପଣଙ୍କୁ ପ୍ରବାସୀ ଦେଖି ଆଶ୍ରୟ ଦେଲୁ ? କିମ୍ବା ଉଲଙ୍ଗ ଦେଖି ବସ୍ତ୍ର ପରିଧାନ କରାଇଲୁ ?

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

38 ଆଉ, କେବେ ଆପଣଙ୍କୁ ପ୍ରବାସୀ ଦେଖି ଆଶ୍ରୟ ଦେଲୁ? କିମ୍ଵା ଉଲଙ୍ଗ ଦେଖି ବସ୍ତ୍ର ପରିଧାନ କରାଇଲୁ?

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

38 କେବେ ଆପଣ ଅପରିଚିତ ହୋଇ ଆସିବାବେଳେ ଆପଣଙ୍କ ଆତିଥ୍ୟ କରିଛୁ?

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

38 ଆଉ, କେବେ ଆପଣଙ୍କୁ ପ୍ରବାସୀ ଦେଖି ଆଶ୍ରୟ ଦେଲୁ? କିମ୍ବା ଉଲଗ୍ନ ଦେଖି ବସ୍ତ୍ର ପରିଧାନ କରାଇଲୁ?

Viz kapitola kopírovat

ପବିତ୍ର ବାଇବଲ

38 କେତେବେଳେ ଆମ୍ଭେ ଆପଣଙ୍କୁ ଘରଠାରୁ ଦୂରରେ ଏକୁଟିଆ ଦେଖିଥିଲୁ ଓ ଆମ୍ଭ ଘରକୁ ଡାକିଥିଲୁ? କେତେବେଳେ ଆପଣଙ୍କୁ ଆମ୍ଭେ ପୋଷାକ ନ ଥିବା ବେଳେ ଦେଖିଥିଲୁ ଓ ପିନ୍ଧିବାକୁ କିଛି ଦେଇଥିଲୁ?

Viz kapitola kopírovat




ମାଥିଉ 25:38

Následuj nás:

Reklamy


Reklamy