Online Bible

- Reklamy -




ମାଥିଉ 25:40 - ଓଡିଆ ବାଇବେଲ

40 ପୁଣି, ରାଜା ସେମାନଙ୍କୁ ଉତ୍ତର ଦେବେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ମୋହର ଏହି କ୍ଷୁଦ୍ରତମ ଭ୍ରାତୃବୃନ୍ଦଙ୍କ ମଧ୍ୟରୁ ଜଣକ ପ୍ରତି ଏହା କରିଥିବାରୁ ମୋ ପ୍ରତି ହିଁ ତାହା କରିଅଛ ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

40 ପୁଣି, ରାଜା ସେମାନଙ୍କୁ ଉତ୍ତର ଦେବେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ମୋହର ଏହି କ୍ଷୁଦ୍ରତମ ଭ୍ରାତୃବୃନ୍ଦଙ୍କ ମଧ୍ୟରୁ ଜଣକ ପ୍ରତି ଏହା କରିଥିବାରୁ ମୋʼ ପ୍ରତି ହିଁ ତାହା କରିଅଛ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

40 ରାଜା ଉତ୍ତର ଦେବେ, ‘ମୁଁ କହୁଛି, ଏହି ଭାଇମାନଙ୍କ ମଧ୍ୟରୁ ସବୁଠାରୁ ନଗଣ୍ୟ ପାଇଁ ଯାହା ସବୁ କରିଛ - ତାହା ମୋ’ ପାଇଁ କରିଛ।’

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

40 ପୁଣି, ରାଜା ସେମାନଙ୍କୁ ଉତ୍ତର ଦେବେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ମୋହର ଏହି କ୍ଷୁଦ୍ରତମ ଭ୍ରାତୃବୃନ୍ଦଙ୍କ ମଧ୍ୟରୁ ଜଣକ ପ୍ରତି ଏହା କରିଥିବାରୁ ମୋ ପ୍ରତି ହିଁ ତାହା କରିଅଛ।

Viz kapitola kopírovat

ପବିତ୍ର ବାଇବଲ

40 “ସେତେବେଳେ ରାଜା ଉତ୍ତର ଦେବେ, ‘ମୁଁ ତୁମ୍ଭକୁ ସତ୍ୟ କହୁଛି। ଏଠାରେ ତୁମ୍ଭେ ମୋର ଉପେକ୍ଷିତ ଭାଇମାନଙ୍କ ଭିତରୁ ଜଣକ ପାଇଁ ଯାହାକିଛି କଲ, ତାହା ତୁମ୍ଭେ ମୋ’ ପାଇଁ କଲ।’

Viz kapitola kopírovat




ମାଥିଉ 25:40

Následuj nás:

Reklamy


Reklamy