Online Bible

- Reklamy -




ମାଥିଉ 25:6 - ଓଡିଆ ବାଇବେଲ

6 କିନ୍ତୁ ଅର୍ଦ୍ଧରାତ୍ରରେ 'ଏହି ଦେଖ, ବର, ତାହାଙ୍କ ସାଙ୍ଗରେ ସାକ୍ଷାତ୍ କରିବାକୁ ବାହାର', ଏପରି କୋଳାହଳ ହେଲା ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

6 କିନ୍ତୁ ଅର୍ଦ୍ଧରାତ୍ରରେ ‘ଏହି ଦେଖ, ବର, ତାଙ୍କ ସାଙ୍ଗରେ ସାକ୍ଷାତ କରିବାକୁ ବାହାରʼ, ଏପରି କୋଳାହଳ ହେଲା।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

6 “ଅଧରାତିବେଳେ ପାଟି ଶୁଣାଗଲା, ‘ଏହି, ବର ଆସୁଛନ୍ତି, ଆସ ସେମାନଙ୍କୁ ପାଛୋଟି ଆଣିବା’।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 କିନ୍ତୁ ଅର୍ଦ୍ଧରାତ୍ରରେ ‘ଏହି ଦେଖ, ବର, ତାହାଙ୍କ ସାଙ୍ଗରେ ସାକ୍ଷାତ କରିବାକୁ ବାହାର’, ଏପରି କୋଳାହଳ ହେଲା।

Viz kapitola kopírovat

ପବିତ୍ର ବାଇବଲ

6 “ଅଧ ରାତିରେ ଜଣେ କେହି ଘୋଷଣା କଲା, ବର ଆସୁଛନ୍ତି। ବାହାରକୁ ଯାଅ ଓ ତାହାଙ୍କୁ ସାକ୍ଷାତ କର।

Viz kapitola kopírovat




ମାଥିଉ 25:6

Následuj nás:

Reklamy


Reklamy