ମାଥିଉ 25:7 - ଓଡିଆ ବାଇବେଲ7 ସେତେବେଳେ ସେହି କନ୍ୟାସମସ୍ତେ ଉଠି ଆପଣା ପ୍ରଦୀପ ସଜାଡ଼ିଲେ । Viz kapitolaପବିତ୍ର ବାଇବଲ (Re-edited) - (BSI)7 ସେତେବେଳେ ସେହି କନ୍ୟାସମସ୍ତେ ଉଠି ଆପଣା ଆପଣା ପ୍ରଦୀପ ସଜାଡ଼ିଲେ। Viz kapitolaପବିତ୍ର ବାଇବଲ (CL) NT (BSI)7 କୁମାରୀମାନେ ଉଠିପଡ଼ି ନିଜ ନିଜ ଦୀପ ସଜାଡ଼ିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ସେତେବେଳେ କନ୍ୟାସମସ୍ତେ ଉଠି ଆପଣା ପ୍ରଦୀପ ସଜାଡ଼ିଲେ। Viz kapitolaପବିତ୍ର ବାଇବଲ7 “ଏ କଥା ଶୁଣି ସବୁ ଝିଅଯାକ ଉଠି ପଡ଼ିଲେ ନିଜ ନିଜ ଦୀପ ସଜାଡ଼ିବାକୁ ଲାଗିଲେ। Viz kapitola |