Online Bible

- Reklamy -




ମାଥିଉ 25:8 - ଓଡିଆ ବାଇବେଲ

8 କିନ୍ତୁ ନିର୍ବୁଦ୍ଧିମାନେ ସୁବୁଦ୍ଧିମାନଙ୍କୁ କହିଲେ, ତୁମ ତେଲରୁ ଆମକୁ ଟିକେ ଦିଅ, କାରଣ ଆମ ଦୀପସବୁ ଲିଭିଯାଉଅଛି ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

8 କିନ୍ତୁ ନିର୍ବୁଦ୍ଧିମାନେ ସୁବୁଦ୍ଧିମାନଙ୍କୁ କହିଲେ, ତୁମ ତେଲରୁ ଆମକୁ ଟିକେ ଦିଅ, କାରଣ ଆମ ଦୀପସବୁ ଲିଭିଯାଉଅଛି।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

8 ସେତେବେଳେ ବୁଦ୍ଧିହୀନା କମାରୀମାନେ ବୁଦ୍ଧିମତୀମାନଙ୍କୁ କହିଲେ, ‘ଆମକୁ କିଛି ଦେଇ ଦିଅ। ଆମ ଦୀପ ଲିଭି ଯାଉଛି।’

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 କିନ୍ତୁ ନିର୍ବୁଦ୍ଧିମାନେ ସୁବୁଦ୍ଧିମାନଙ୍କୁ କହିଲେ, ତୁମ ତୈଳରୁ ଆମକୁ ଅଳ୍ପ ଦିଅ, କାରଣ ଆମ ଦୀପସବୁ ଲିଭିଯାଉଅଛି।

Viz kapitola kopírovat

ପବିତ୍ର ବାଇବଲ

8 ବୋକୀ ଝିଅମାନେ ଚତୁର ଝିଅମାନଙ୍କୁ କହିଲେ, ‘ତୁମ୍ଭ ତେଲରୁ ଆମ୍ଭକୁ ଟିକିଏ ଦିଅ, ଆମ୍ଭ ଦୀପରୁ ତେଲ ପ୍ରାୟ ସରିଯାଇଛି।’

Viz kapitola kopírovat




ମାଥିଉ 25:8

Následuj nás:

Reklamy


Reklamy