ମାଥିଉ 26:14 - ଓଡିଆ ବାଇବେଲ14 ସେତେବେଳେ ଦ୍ୱାଦଶଙ୍କ ମଧ୍ୟରୁ ଈଷ୍କାରିୟୋଥ ଯିହୂଦା ନାମକ ପ୍ରଧାନ ଯାଜକମାନଙ୍କ ପାଖକୁ ଯାଇ କହିଲା, Viz kapitolaପବିତ୍ର ବାଇବଲ (Re-edited) - (BSI)14 ସେତେବେଳେ ଦ୍ଵାଦଶଙ୍କ ମଧ୍ୟରୁ ଈଷ୍କରିୟୋଥ ଯିହୁଦା ନାମକ ଜଣେ ପ୍ରଧାନ ଯାଜକମାନଙ୍କ ନିକଟକୁ ଯାଇ କହିଲା, Viz kapitolaପବିତ୍ର ବାଇବଲ (CL) NT (BSI)14 ଯୀଶୁଙ୍କ ଦ୍ୱାଦଶ ଶିଷ୍ୟମାନଙ୍କ ମଧ୍ୟରୁ ଇସ୍କାରିୟତ୍ ଯିହୂଦା ନାମରେ ଜଣେ ଶିଷ୍ୟ ମୁଖ୍ୟ ଯାଜକମାନଙ୍କ ନିକଟକୁ ଯାଇ ପଚାରିଲା, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ସେତେବେଳେ ଦ୍ୱାଦଶଙ୍କ ମଧ୍ୟରୁ ଇଷ୍କାରିୟୋତୀୟ ଯିହୂଦା ନାମକ ପ୍ରଧାନ ଯାଜକମାନଙ୍କ ପାଖକୁ ଯାଇ କହିଲା, Viz kapitolaପବିତ୍ର ବାଇବଲ14 ତା'ପରେ ଯୀଶୁଙ୍କର ବାରଜଣ ଶିଷ୍ୟଙ୍କ ମଧ୍ୟରୁ ଜଣେ ଯାଇ ପ୍ରଧାନଯାଜକମାନଙ୍କ ସହିତ କଥାବାର୍ତ୍ତା କଲା। ସେହି ଶିଷ୍ୟର ନାମ ଇଷ୍କାରିୟୋତ ଯିହୂଦା ଥିଲା। Viz kapitola |