ମାଥିଉ 26:16 - ଓଡିଆ ବାଇବେଲ16 ଆଉ ସେହି ସମୟଠାରୁ ସେ ତାହାଙ୍କୁ ଧରାଇ ଦେବା ନିମନ୍ତେ ସୁଯୋଗ ଖୋଜିବାକୁ ଲାଗିଲା । Viz kapitolaପବିତ୍ର ବାଇବଲ (Re-edited) - (BSI)16 ଆଉ ସେହି ସମୟଠାରୁ ସେ ତାହାଙ୍କୁ ଧରାଇଦେବା ନିମନ୍ତେ ସୁଯୋଗ ଅନ୍ଵେଷଣ କରିବାକୁ ଲାଗିଲା। Viz kapitolaପବିତ୍ର ବାଇବଲ (CL) NT (BSI)16 ସେହିଦିନଠାରୁ ଯୀଶୁଙ୍କୁ ସେମାନଙ୍କ ହାତରେ ଧରାଇ ଦେବା ପାଇଁ ଯିହୁଦା ସୁଯୋଗ ଖୋଜିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଆଉ ସେହି ସମୟଠାରୁ ସେ ତାହାଙ୍କୁ ଧରାଇ ଦେବା ନିମନ୍ତେ ସୁଯୋଗ ଖୋଜିବାକୁ ଲାଗିଲା। Viz kapitolaପବିତ୍ର ବାଇବଲ16 ସେହି ସମୟରୁ ଯିହୂଦା ଯାଜକମାନଙ୍କ ହାତରେ ଯୀଶୁଙ୍କୁ ଧରାଇ ଦେବା ପାଇଁ ସୁଯୋଗର ଅପେକ୍ଷାରେ ରହିଲା। Viz kapitola |