Online Bible

- Reklamy -




ମାଥିଉ 26:18 - ଓଡିଆ ବାଇବେଲ

18 ଯୀଶୁ କହିଲେ, ନଗରରେ ଯାଇ ଅମୁକ ଲୋକଙ୍କ ନିକଟକୁ ଯାଇ କୁହ, ଗୁରୁ କହୁଅଛନ୍ତି, ମୋହର କାଳ ସନ୍ନିକଟ, ମୁଁ ମୋହର ଶିଷ୍ୟମାନଙ୍କ ସହିତ ତୁମ୍ଭ ଗୃହରେ ନିସ୍ତାର ପର୍ବ ପାଳନ କରିବି ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

18 ଯୀଶୁ କହିଲେ, ନଗରରେ ଯାଇ ଅମୁକ ଲୋକଙ୍କ ନିକଟକୁ ଯାଇ କୁହ, ଗୁରୁ କହୁଅଛନ୍ତି, ମୋହର କାଳ ସନ୍ନିକଟ, ମୁଁ ମୋହର ଶିଷ୍ୟମାନଙ୍କ ସହିତ ତୁମ୍ଭ ଗୃହରେ ନିସ୍ତାର ପର୍ବ ପାଳନ କରିବି।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

18 ଯୀଶୁ ଉତ୍ତର ଦେଲେ, “ସହରକୁ ଯାଇ ସେହି ନିର୍ଦ୍ଦିଷ୍ଟ ଲୋକକୁ କହିବ, ‘ଗୁରୁ କହୁଛନ୍ତି, ତାଙ୍କର କାଳ ନିକଟ ହୋଇ ଆସିଲାଣି। ତାଙ୍କ ଶିଷ୍ୟମାନଙ୍କ ସହିତ ତୁମ ଘରେ ସେ ନିସ୍ତାର ପର୍ବ ପାଳନ କରିବେ’।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଯୀଶୁ କହିଲେ, “ନଗରରେ ଯାଇ ଅମୁକ ଲୋକଙ୍କ ନିକଟକୁ ଯାଇ କୁହ, ଗୁରୁ କହୁଅଛନ୍ତି, ମୋହର କାଳ ସନ୍ନିକଟ, ମୁଁ ମୋହର ଶିଷ୍ୟମାନଙ୍କ ସହିତ ତୁମ୍ଭ ଗୃହରେ ନିସ୍ତାର ପର୍ବ ପାଳନ କରିବି।”

Viz kapitola kopírovat

ପବିତ୍ର ବାଇବଲ

18 ଯୀଶୁ କହିଲେ, “ନଗରରେ ଥିବା ମୋର ଜଣେ ଚିହ୍ନା ଲୋକ ପାଖକୁ ଯାଅ। ତାକୁ କୁହ ‘ଗୁରୁ କହିଛନ୍ତି ‘ମନୋନୀତ ସମୟ ଆସି ପାଖେଇ ଗଲାଣି ଓ ମୁଁ ତୁମ୍ଭ ଘରେ ମୋ’ ଶିଷ୍ୟମାନଙ୍କ ସହିତ ନିସ୍ତାରପର୍ବ ଭୋଜି ଉତ୍ସବ ପାଳନ କରିବି।’”

Viz kapitola kopírovat




ମାଥିଉ 26:18

Následuj nás:

Reklamy


Reklamy