Online Bible

- Reklamy -




ମାଥିଉ 26:24 - ଓଡିଆ ବାଇବେଲ

24 ମନୁଷ୍ୟପୁତ୍ରଙ୍କ ବିଷୟରେ ଯେପରି ଲେଖା ଅଛି, ସେହିପରି ସେ ପ୍ରୟାଣ କରୁଅଛନ୍ତି ସତ୍ୟ; କିନ୍ତୁ ଯେଉଁ ଲୋକ ଦ୍ୱାରା ମନୁଷ୍ୟପୁତ୍ର ଶତ୍ରୁ ହସ୍ତରେ ସମର୍ପିତ ହେଉଅଛନ୍ତି, ହାୟ, ସେ ଦଣ୍ଡର ପାତ୍ର; ସେହି ଲୋକର ଜନ୍ମ ହୋଇ ନ ଥିଲେ ତାହା ପକ୍ଷରେ ଭଲ ହୋଇଥାଆନ୍ତା ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

24 ମନୁଷ୍ୟପୁତ୍ରଙ୍କ ବିଷୟରେ ଯେପରି ଲେଖା ଅଛି, ସେହିପରି ସେ ପ୍ରୟାଣ କରୁଅଛନ୍ତି ସତ୍ୟ; କିନ୍ତୁ ଯେଉଁ ଲୋକ ଦ୍ଵାରା ମନୁଷ୍ୟପୁତ୍ର ଶତ୍ରୁହସ୍ତରେ ସମର୍ପିତ ହେଉଅଛନ୍ତି, ହାୟ, ସେ ଦଣ୍ତର ପାତ୍ର; ସେହି ଲୋକର ଜନ୍ମ ହୋଇ ନ ଥିଲେ ତାହା ପକ୍ଷରେ ଭଲ ହୋଇଥାଆନ୍ତା।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

24 ଶାସ୍ତ୍ରର ଲେଖା ଅନୁଯାୟୀ ମନୁଷ୍ୟପୁତ୍ର ମୃତ୍ୟୁଭୋଗ କରିବେ, କିନ୍ତୁ ମନୁଷ୍ୟପୁତ୍ରଙ୍କୁ ଯେ ଧରାଇ ଦେବ, ତା’ର ଦଶା କେଡ଼େ ଭୟାବହ। କେବେ ଜନ୍ମ ନ ହୋଇଥିଲେ ତା’ ପକ୍ଷରେ ଭଲ ହୋଇଥାନ୍ତା।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ମନୁଷ୍ୟପୁତ୍ରଙ୍କ ବିଷୟରେ ଯେପରି ଲେଖାଅଛି, ସେହିପରି ସେ ପ୍ରୟାଣ କରୁଅଛନ୍ତି ସତ୍ୟ; କିନ୍ତୁ ଯେଉଁ ଲୋକ ଦ୍ୱାରା ମନୁଷ୍ୟପୁତ୍ର ଶତ୍ରୁ ହସ୍ତରେ ସମର୍ପିତ ହେଉଅଛନ୍ତି, ହାୟ, ସେ ଦଣ୍ଡର ପାତ୍ର; ସେହି ଲୋକର ଜନ୍ମ ହୋଇ ନ ଥିଲେ ତାହା ପକ୍ଷରେ ଭଲ ହୋଇଥାଆନ୍ତା।”

Viz kapitola kopírovat

ପବିତ୍ର ବାଇବଲ

24 ମନୁଷ୍ୟପୁତ୍ର ଯିବେ ଓ ମରିଯିବେ। ଏହା ହିଁ ହେବ ବୋଲି ଶାସ୍ତ୍ରରେ ଲେଖାଅଛି। କିନ୍ତୁ ଯେଉଁ ଲୋକ ମନୁଷ୍ୟପୁତ୍ରଙ୍କୁ ମାରିବା ପାଇଁ ଶତ୍ରୁ ହାତରେ ଦେଇଦେବ, ସେ ଲୋକ ଧିକ୍! ସେ ଲୋକ ଜନ୍ମ ନ ହୋଇଥିଲେ ବରଂ ଭଲ ହୋଇଥା’ନ୍ତା।”

Viz kapitola kopírovat




ମାଥିଉ 26:24

Následuj nás:

Reklamy


Reklamy