Online Bible

- Reklamy -




ମାଥିଉ 26:25 - ଓଡିଆ ବାଇବେଲ

25 ଏଥିରେ ଯେଉଁ ଯିହୂଦା ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା, ସେ ଉତ୍ତର ଦେଲା, ହେ ଗୁରୁ, ସେ କ'ଣ ମୁଁ ? ସେ ତାହାକୁ କହିଲେ, ତୁମ୍ଭେ କହିଅଛ ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

25 ଏଥିରେ ଯେଉଁ ଯିହୁଦା ତାହାଙ୍କୁ ଶତ୍ରୁହସ୍ତରେ ସମର୍ପଣ କଲା, ସେ ଉତ୍ତର ଦେଲା, ହେ ଗୁରୁ, ସେ କଅଣ ମୁଁ? ଯୀଶୁ ତାହାକୁ କହିଲେ, ତୁମ୍ଭେ କହିଅଛ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

25 ବିଶ୍ୱାସଘାତକ ଯିହୂଦା ଉଠି ପଚାରିଲା, “ଗୁରୁ, ମୋତେ ଆପଣ ଲକ୍ଷ୍ୟ କରି କହୁ ନାହାନ୍ତି ତ!” ଯୀଶୁ ତାକୁ ଉତ୍ତର ଦେଲେ, “ତୁମେ ତାହା କହୁଛ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ଏଥିରେ ଯେଉଁ ଯିହୂଦା ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା, ସେ ଉତ୍ତର ଦେଲା, ହେ ଗୁରୁ, ସେ କଅଣ ମୁଁ? ସେ ତାହାକୁ କହିଲେ, “ତୁମ୍ଭେ କହିଅଛ।”

Viz kapitola kopírovat

ପବିତ୍ର ବାଇବଲ

25 ତା'ପରେ ଯିହୂଦା, “ଯିଏ ତାହାଙ୍କୁ ଶତ୍ରୁମାନଙ୍କୁ ଧରେଇ ଦେବାକୁ ଯାଉଥିଲା, କହିଲା ଗୁରୁ, ସେ କ’ଣ ମୁଁ?” ଯୀଶୁ କହିଲେ, “ହଁ, ତୁମ୍ଭେ ସେହି।”

Viz kapitola kopírovat




ମାଥିଉ 26:25

Následuj nás:

Reklamy


Reklamy