ମାଥିଉ 26:28 - ଓଡିଆ ବାଇବେଲ28 ଏଥିରୁ ସମସ୍ତେ ପାନ କର, କାରଣ ଯେଉଁ ନିୟମର ରକ୍ତ ଅନେକଙ୍କ ପାଇଁ ପାପ କ୍ଷମା ଉଦ୍ଦେଶ୍ୟରେ ପାତିତ ହେଉଅଛି, ଏ ମୋହର ସେହି ରକ୍ତ । Viz kapitolaପବିତ୍ର ବାଇବଲ (Re-edited) - (BSI)28 କାରଣ ଯେଉଁ ନିୟମର ରକ୍ତ ଅନେକଙ୍କ ନିମନ୍ତେ ପାପକ୍ଷମା ଉଦ୍ଦେଶ୍ୟରେ ପାତିତ ହେଉଅଛି, ଏ ମୋହର ସେହି ରକ୍ତ। Viz kapitolaପବିତ୍ର ବାଇବଲ (CL) NT (BSI)28 ଏହା ମୋର ରକ୍ତ। ମନୁଷ୍ୟର ପାପ କ୍ଷମା ପାଇଁ ମୁଁ ମୋର ଯେଉଁ ରକ୍ତ ଢ଼ାଳି ଦେବାକୁ ଯାଉଛି, ଯାହା ଈଶ୍ୱରଙ୍କ ନୂତନ ବିଧାନକୁ ମୁଦ୍ରାଙ୍କିତ କରେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 “ଏଥିରୁ ସମସ୍ତେ ପାନ କର, କାରଣ ଯେଉଁ ନିୟମର ରକ୍ତ ଅନେକଙ୍କ ପାଇଁ ପାପ କ୍ଷମା ଉଦ୍ଦେଶ୍ୟରେ ପାତିତ ହେଉଅଛି, ଏ ମୋହର ସେହି ରକ୍ତ। Viz kapitolaପବିତ୍ର ବାଇବଲ28 ଏ ଦ୍ରାକ୍ଷାରସ ମୋର ରକ୍ତ। ମୋର ରକ୍ତରେ ପରମେଶ୍ୱରଙ୍କଠାରୁ ସେ ତାହାଙ୍କ ଲୋକମାନଙ୍କ ପାଇଁ କରିଥିବା ନୂଆ ଚୁକ୍ତି ଆରମ୍ଭ ହୁଏ। ଅନେକ ଲୋକଙ୍କର ପାପକୁ କ୍ଷମା କରିଦିଆଯିବା ପାଇଁ ଏ ରକ୍ତ ଦିଆ ଯାଉଛି। Viz kapitola |