Online Bible

- Reklamy -




ମାଥିଉ 26:29 - ଓଡିଆ ବାଇବେଲ

29 କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେଉଁ ଦିନ ମୁଁ ଆପଣା ପିତାଙ୍କ ରାଜ୍ୟରେ ତୁମ୍ଭମାନଙ୍କ ସହିତ ନୂଆ କରି ଦ୍ରାକ୍ଷାଫଳର ରସ ପାନ କରିବି, ସେହି ଦିନ ପର୍ଯ୍ୟନ୍ତ ଆଜିଠାରୁ ଏହା କେବେ ହେଁ ପାନ କରିବି ନାହିଁ ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

29 କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେଉଁ ଦିନ ମୁଁ ଆପଣା ପିତାଙ୍କ ରାଜ୍ୟରେ ତୁମ୍ଭମାନଙ୍କ ସହିତ ନୂଆ କରି ଦ୍ରାକ୍ଷାଫଳର ରସ ପାନ କରିବି, ସେହି ଦିନ ପର୍ଯ୍ୟନ୍ତ ଆଜିଠାରୁ ଏହା କେବେ ହେଁ ପାନ କରିବି ନାହିଁ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

29 ମୁଁ କହି ରଖୁଛି, ମୋ’ ପିତାଙ୍କ ରାଜ୍ୟରେ ତୁମ୍ଭମାନଙ୍କ ସହିତ ନୂତନ ଦ୍ରାକ୍ଷାରସ ପିଇବା ପର୍ଯ୍ୟନ୍ତ ମୁଁ ଆଉ କେବେ ଦ୍ରାକ୍ଷାରସ ପିଇବି ନାହିଁ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେଉଁ ଦିନ ମୁଁ ଆପଣା ପିତାଙ୍କ ରାଜ୍ୟରେ ତୁମ୍ଭମାନଙ୍କ ସହିତ ନୂଆ କରି ଦ୍ରାକ୍ଷାଫଳର ରସ ପାନ କରିବି, ସେହି ଦିନ ପର୍ଯ୍ୟନ୍ତ ଆଜିଠାରୁ ଏହା କେବେ ହେଁ ପାନ କରିବି ନାହିଁ।”

Viz kapitola kopírovat

ପବିତ୍ର ବାଇବଲ

29 ମୁଁ ତୁମ୍ଭମାନଙ୍କୁ ଏ କଥା କହି ରଖୁଛି: ମୋର ପରମପିତାଙ୍କ ରାଜ୍ୟରେ ଆମ୍ଭେ ସମସ୍ତେ ଏକାଠି ନ ହେବା ପର୍ଯ୍ୟନ୍ତ ଓ ନୂଆ ଦ୍ରାକ୍ଷାରସର ଅଂଶୀ ହେବା ପର୍ଯ୍ୟନ୍ତ ମୁଁ ଦ୍ରାକ୍ଷାରସ ପୁଣି ପାନ କରିବି ନାହିଁ। ତା'ପରେ ମୁଁ ତୁମ୍ଭମାନଙ୍କ ସହିତ ଏହାକୁ ପାନ କରିବି।”

Viz kapitola kopírovat




ମାଥିଉ 26:29

Následuj nás:

Reklamy


Reklamy