ମାଥିଉ 26:31 - ଓଡିଆ ବାଇବେଲ31 ସେତେବେଳେ ଯୀଶୁ ସେମାନଙ୍କୁ କହିଲେ, ଏହି ରାତ୍ରିରେ ତୁମ୍ଭେମାନେ ସମସ୍ତେ ମୋଠାରେ ବିଘ୍ନ ପାଇବ, କାରଣ ଲେଖା ଅଛି, ଆମ୍ଭେ ମେଷପାଳକକୁ ପ୍ରହାର କରିବା, ଆଉ ପଲର ମେଷଗୁଡ଼ିକ ଛିନ୍ନଭିନ୍ନ ହୋଇଯିବେ । Viz kapitolaପବିତ୍ର ବାଇବଲ (Re-edited) - (BSI)31 ସେତେବେଳେ ଯୀଶୁ ସେମାନଙ୍କୁ କହିଲେ, ଏହି ରାତ୍ରିରେ ତୁମ୍ଭେମାନେ ସମସ୍ତେ ମୋʼଠାରେ ବିଘ୍ନ ପାଇବ, କାରଣ ଲେଖା ଅଛି, ଆମ୍ଭେ ମେଷପାଳକକୁ ପ୍ରହାର କରିବା, ଆଉ ପଲର ମେଷଗୁଡ଼ିକ ଛିନ୍ନଭିନ୍ନ ହୋଇଯିବେ, । Viz kapitolaପବିତ୍ର ବାଇବଲ (CL) NT (BSI)31 ଏହି ସମୟରେ ଯୀଶୁ ସେମାନଙ୍କୁ କହିଲେ, “ଆଜି ରାତିରେ ତୁମେ ସମସ୍ତେ ମୋତେ ଛାଡ଼ି ଚାଲିଯିବ। ଶାସ୍ତ୍ର କହେ, ‘ମୁଁ ମେଷପାଳକକୁ ବଧ କରିବି ଓ ମେଷମାନେ ଛିନ୍ନଭିନ୍ନ ହୋଇଯିବେ।’ Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ସେତେବେଳେ ଯୀଶୁ ସେମାନଙ୍କୁ କହିଲେ, “ଏହି ରାତ୍ରିରେ ତୁମ୍ଭେମାନେ ସମସ୍ତେ ମୋʼଠାରେ ବିଘ୍ନ ପାଇବ, କାରଣ ଲେଖାଅଛି, ଆମ୍ଭେ ମେଷପାଳକକୁ ପ୍ରହାର କରିବା, ଆଉ ପଲର ମେଷଗୁଡ଼ିକ ଛିନ୍ନଭିନ୍ନ ହୋଇଯିବେ। Viz kapitolaପବିତ୍ର ବାଇବଲ31 ଯୀଶୁ ସେମାନଙ୍କୁ କହିଲେ, “ଆଜି ରାତିରେ ତୁମ୍ଭେମାନେ ମୋ’ ଉପରୁ ବିଶ୍ୱାସ ହରେଇ ବସିବ। ଶାସ୍ତ୍ରମାନଙ୍କରେ ଏ କଥା ଲେଖାଅଛି: ‘ମୁଁ ମେଷପାଳକଙ୍କୁ ମାରି ଦେବି ଏବଂ ମେଣ୍ଢାମାନେ ଏଣେତେଣେ ପଳେଇବେ।’ Viz kapitola |