ମାଥିଉ 26:33 - ଓଡିଆ ବାଇବେଲ33 କିନ୍ତୁ ପିତର ତାହାଙ୍କୁ ଉତ୍ତର ଦେଲେ, ଯଦ୍ୟପି ସମସ୍ତେ ଆପଣଙ୍କଠାରେ ବିଘ୍ନ ପାଇବେ, ତଥାପି ମୁଁ କେବେ ହେଁ ପାଇବି ନାହିଁ । Viz kapitolaପବିତ୍ର ବାଇବଲ (Re-edited) - (BSI)33 କିନ୍ତୁ ପିତର ତାହାଙ୍କୁ ଉତ୍ତର ଦେଲେ, ଯଦ୍ୟପି ସମସ୍ତେ ଆପଣଙ୍କଠାରେ ବିଘ୍ନ ପାଇବେ, ତଥାପି ମୁଁ କେବେ ହେଁ ପାଇବି ନାହିଁ। Viz kapitolaପବିତ୍ର ବାଇବଲ (CL) NT (BSI)33 ପିତର ଉଠି ଯୀଶୁଙ୍କୁ କହିଲେ, “ଅନ୍ୟ ସମସ୍ତେ ଆପଣଙ୍କୁ ଛାଡ଼ି ଚାଲିଗଲେ ସୁଦ୍ଧା ମୁଁ କଦାପି ଯିବି ନାହିଁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 କିନ୍ତୁ ପିତର ତାହାଙ୍କୁ ଉତ୍ତର ଦେଲେ, ଯଦ୍ୟପି ସମସ୍ତେ ଆପଣଙ୍କଠାରେ ବିଘ୍ନ ପାଇବେ, ତଥାପି ମୁଁ କେବେ ହେଁ ପାଇବି ନାହିଁ। Viz kapitolaପବିତ୍ର ବାଇବଲ33 ପିତର କହିଲେ, “ଅନ୍ୟ ସମସ୍ତ ଶିଷ୍ୟ ଆପଣଙ୍କ ଉପରୁ ବିଶ୍ୱାସ ହରେଇ ପାରନ୍ତି, କିନ୍ତୁ ମୁଁ କେବେ ହେଲେ ମୋର ବିଶ୍ୱାସ ହରାଇବି ନାହିଁ।” Viz kapitola |