ମାଥିଉ 26:34 - ଓଡିଆ ବାଇବେଲ34 ଯୀଶୁ ତାହାଙ୍କୁ କହିଲେ, ମୁଁ ତୁମ୍ଭକୁ ସତ୍ୟ କହୁଅଛି, ଏହି ରାତିରେ କୁକୁଡ଼ା ଡାକିବା ପୂର୍ବରୁ ତୁମ୍ଭେ ମୋତେ ତିନି ଥର ଅସ୍ୱୀକାର କରିବ । Viz kapitolaପବିତ୍ର ବାଇବଲ (Re-edited) - (BSI)34 ଯୀଶୁ ତାଙ୍କୁ କହିଲେ, ମୁଁ ତୁମ୍ଭକୁ ସତ୍ୟ କହୁଅଛି, ଏହି ରାତିରେ କୁକୁଡ଼ା ଡାକିବା ପୂର୍ବରୁ ତୁମ୍ଭେ ମୋତେ ତିନି ଥର ଅସ୍ଵୀକାର କରିବ। Viz kapitolaପବିତ୍ର ବାଇବଲ (CL) NT (BSI)34 ଯୀଶୁ ପିତରଙ୍କୁ କହିଲେ, “ମୁଁ କହୁଛି, ଆଜି ରାତିରେ କୁକୁଡ଼ା ଡ଼ାକିବା ପୂର୍ବରୁ ତୁମେ ମୋତେ ଜାଣ ନାହିଁ ବୋଲି ତିନି ଥର କହିବ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ଯୀଶୁ ତାହାଙ୍କୁ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଅଛି, ଏହି ରାତିରେ କୁକୁଡ଼ା ଡାକିବା ପୂର୍ବରୁ ତୁମ୍ଭେ ମୋତେ ତିନି ଥର ଅସ୍ୱୀକାର କରିବ।” Viz kapitolaପବିତ୍ର ବାଇବଲ34 ଯୀଶୁ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି। ଆଜି ରାତିରେ ତୁମ୍ଭେ କହିବ ଯେ ମୋତେ ଚିହ୍ନି ନାହଁ। କୁକୁଡ଼ା ଡାକିବା ପୂର୍ବରୁ ତୁମ୍ଭେ ତିନିଥର ଏହିକଥା କହିବ।” Viz kapitola |