ମାଥିଉ 26:35 - ଓଡିଆ ବାଇବେଲ35 ପିତର ତାହାଙ୍କୁ କହିଲେ, ଯଦ୍ୟପି ମୋତେ ଆପଣଙ୍କ ସାଙ୍ଗରେ ମରିବାକୁ ହୁଏ, ତଥାପି ମୁଁ ଆପଣଙ୍କୁ କେବେ ହେଁ ଅସ୍ୱୀକାର କରିବି ନାହିଁ । ସମସ୍ତ ଶିଷ୍ୟ ମଧ୍ୟ ସେହି ପ୍ରକାରେ କହିଲେ । Viz kapitolaପବିତ୍ର ବାଇବଲ (Re-edited) - (BSI)35 ପିତର ତାହାଙ୍କୁ କହିଲେ, ଯଦ୍ୟପି ମୋତେ ଆପଣଙ୍କ ସାଙ୍ଗରେ ମରିବାକୁ ହୁଏ, ତଥାପି ମୁଁ ଆପଣଙ୍କୁ କେବେ ହେଁ ଅସ୍ଵୀକାର କରିବି ନାହିଁ। ସମସ୍ତ ଶିଷ୍ୟ ମଧ୍ୟ ସେହି ପ୍ରକାରେ କହିଲେ। Viz kapitolaପବିତ୍ର ବାଇବଲ (CL) NT (BSI)35 ପିତର ଉତ୍ତର ଦେଲେ, “ଆପଣଙ୍କ ସହିତ ମରିବାକୁ ପଡ଼ିଲେ ସୁଦ୍ଧା ମୁଁ କେବେ ଆପଣଙ୍କୁ ଅସ୍ୱୀକାର କରିବି ନାହିଁ।” ଅନ୍ୟ ଶିଷ୍ୟମାନେ ସମସ୍ତେ ସେହିପରି କହିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT35 ପିତର ତାହାଙ୍କୁ କହିଲେ, ଯଦ୍ୟପି ମୋତେ ଆପଣଙ୍କ ସାଙ୍ଗରେ ମରିବାକୁ ହୁଏ, ତଥାପି ମୁଁ ଆପଣଙ୍କୁ କେବେ ହେଁ ଅସ୍ୱୀକାର କରିବି ନାହିଁ। ସମସ୍ତ ଶିଷ୍ୟ ମଧ୍ୟ ସେହି ପ୍ରକାରେ କହିଲେ। Viz kapitolaପବିତ୍ର ବାଇବଲ35 ପିତର ଏ କଥା ଶୁଣି କହିଲେ, “ମୁଁ ବରଂ ଆପଣଙ୍କ ସହିତ ମୃତ୍ୟୁ ବରଣ କରିବି, କିନ୍ତୁ କେବେ ହେଲେ ଆପଣଙ୍କୁ ଚିହ୍ନି ନାହିଁ ବୋଲି କହିବି ନାହିଁ।” ପୁଣି ଅନ୍ୟ ସମସ୍ତ ଶିଷ୍ୟମାନେ ସେହି ଏକା କଥା କହିଲେ। Viz kapitola |