Online Bible

- Reklamy -




ମାଥିଉ 26:37 - ଓଡିଆ ବାଇବେଲ

37 ଆଉ, ସେ ପିତର ଓ ଜେବଦୀଙ୍କ ଦୁଇ ପୁତ୍ରଙ୍କୁ ସାଙ୍ଗରେ ନେଇ ଶୋକାକୁଳ ଓ ବ୍ୟଥିତ ହେବାକୁ ଲାଗିଲେ ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

37 ଆଉ, ସେ ପିତର ଓ ଜେବଦୀଙ୍କ ଦୁଇ ପୁତ୍ରଙ୍କୁ ସାଙ୍ଗରେ ଘେନି ଶୋକାକୁଳ ଓ ବ୍ୟଥିତ ହେବାକୁ ଲାଗିଲେ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

37 ସେ ପିତର ଓ ଜେବଦୀଙ୍କ ଦୁଇ ପୁତ୍ରଙ୍କୁ ତାଙ୍କ ସଙ୍ଗରେ ନେଲେ। ସେତେବେଳେ ଯୀଶୁ ଗଭୀର ଦୁଃଖ ଯନ୍ତ୍ରଣାରେ ବ୍ୟାକୁଳ ହୋଇ

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

37 ଆଉ, ସେ ପିତର ଓ ଜେବଦୀଙ୍କ ଦୁଇ ପୁତ୍ରଙ୍କୁ ସାଙ୍ଗରେ ନେଇ ଶୋକାକୁଳ ଓ ବ୍ୟଥିତ ହେବାକୁ ଲାଗିଲେ।

Viz kapitola kopírovat

ପବିତ୍ର ବାଇବଲ

37 ଯୀଶୁ ପିତର ଓ ଜେବଦୀଙ୍କ ଦୁଇ ପୁଅଙ୍କୁ ସାଙ୍ଗରେ ନେଲେ। ତା'ପରେ ଯୀଶୁ ଦୁଃଖ ଓ ବ୍ୟାକୁଳତା ଅନୁଭବ କଲେ।

Viz kapitola kopírovat




ମାଥିଉ 26:37

Následuj nás:

Reklamy


Reklamy