ମାଥିଉ 26:38 - ଓଡିଆ ବାଇବେଲ38 ସେତେବେଳେ ସେ ସେମାନଙ୍କୁ କହିଲେ, ମୋହର ପ୍ରାଣ ମୃତ୍ୟୁଭୋଗ କରିବା ପରି ଅତ୍ୟନ୍ତ ଶୋକାକୁଳ ହେଉଅଛି, ତୁମ୍ଭେମାନେ ଏଠାରେ ରହି ମୋ ସାଙ୍ଗରେ ଜାଗିଥାଅ । Viz kapitolaପବିତ୍ର ବାଇବଲ (Re-edited) - (BSI)38 ସେତେବେଳେ ସେ ସେମାନଙ୍କୁ କହିଲେ, ମୋହର ପ୍ରାଣ ମୃତ୍ୟୁଭୋଗ କରିବା ପରି ଅତ୍ୟ; ଶୋକାକୁଳ ହେଉଅଛି, ତୁମ୍ଭେମାନେ ଏଠାରେ ରହି ମୋʼ ସାଙ୍ଗରେ ଜାଗିଥାଅ। Viz kapitolaପବିତ୍ର ବାଇବଲ (CL) NT (BSI)38 ସେମାନଙ୍କୁ କହିଲେ, “ଦୁଃଖରେ ମୋ’ ହୃଦୟ ବିଦୀର୍ଣ୍ଣ ହେଉଛି। ଏଠାରେ ତୁମେ ମୋ’ ସହିତ ଜାଗି ରୁହ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT38 ସେତେବେଳେ ସେ ସେମାନଙ୍କୁ କହିଲେ, “ମୋହର ପ୍ରାଣ ମୃତ୍ୟୁଭୋଗ କରିବା ପରି ଅତ୍ୟନ୍ତ ଶୋକାକୁଳ ହେଉଅଛି, ତୁମ୍ଭେମାନେ ଏଠାରେ ରହି ମୋ ସାଙ୍ଗରେ ଜାଗିଥାଅ।” Viz kapitolaପବିତ୍ର ବାଇବଲ38 ଯୀଶୁ ସେମାନଙ୍କୁ କହିଲେ, “ମୋର ହୃଦୟ ଏତେ ଦୁଃଖରେ ଭରି ଯାଇଛି ଯେ, ସତେ ଯେପରି ପ୍ରାଣ ବାହାରି ଯିବା ଉପରେ। ତୁମ୍ଭେମାନେ ମୋ’ ସହିତ ଏଠାରେ ଚେଇଁ କରି ରୁହ ଓ ଅପେକ୍ଷା କର।” Viz kapitola |