ମାଥିଉ 26:44 - ଓଡିଆ ବାଇବେଲ44 ସେଥିରେ ସେ ସେମାନଙ୍କୁ ପରିତ୍ୟାଗ କରି ପୁଣି, ଥରେ ଯାଇ ଆଉ ଥରେ ସେହି କଥା କହି ତୃତୀୟ ଥର ପ୍ରାର୍ଥନା କଲେ । Viz kapitolaପବିତ୍ର ବାଇବଲ (Re-edited) - (BSI)44 ସେଥିରେ ସେ ସେମାନଙ୍କୁ ପରିତ୍ୟାଗ କରି ପୁନର୍ବାର ଯାଇ ଆଉ ଥରେ ସେହି କଥା କହି ତୃତୀୟ ଥର ପ୍ରାର୍ଥନା କଲେ। Viz kapitolaପବିତ୍ର ବାଇବଲ (CL) NT (BSI)44 ଯୀଶୁ ସେମାନଙ୍କୁ ଛାଡ଼ି ଟିକିଏ ଦୂରକୁ ଯାଇ ତୃତୀୟ ଥର ପାଇଁ ସେହିପରି ପ୍ରାର୍ଥନା କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT44 ସେଥିରେ ସେ ସେମାନଙ୍କୁ ପରିତ୍ୟାଗ କରି ପୁଣି, ଥରେ ଯାଇ ଆଉ ଥରେ ସେହି କଥା କହି ତୃତୀୟ ଥର ପ୍ରାର୍ଥନା କଲେ। Viz kapitolaପବିତ୍ର ବାଇବଲ44 ଯୀଶୁ ଶିଷ୍ୟମାନଙ୍କୁ ଛାଡ଼ି ପୁଣି ଫେରି ଯାଇ ତୃତୀୟ ଥର ପ୍ରାର୍ଥନା କଲେ। ଏଥର ମଧ୍ୟ ସେ ପୂର୍ବଭଳି ସେହି ଏକା କଥା କହିଲେ। Viz kapitola |