ମାଥିଉ 26:46 - ଓଡିଆ ବାଇବେଲ46 ଉଠ, ଆମ୍ଭେମାନେ ଯିବା, ଦେଖ, ଯେ ମୋତେ ଶତ୍ରୁ ହସ୍ତରେ ସମର୍ପଣ କରୁଅଛି, ସେ ନିକଟବର୍ତ୍ତୀ । Viz kapitolaପବିତ୍ର ବାଇବଲ (Re-edited) - (BSI)46 ଉଠ, ଆମ୍ଭେମାନେ ଯିବା, ଦେଖ, ଯେ ମୋତେ ଶତ୍ରୁହସ୍ତରେ ସମର୍ପଣ କରୁଅଛି, ସେ ନିକଟବର୍ତ୍ତୀ। Viz kapitolaପବିତ୍ର ବାଇବଲ (CL) NT (BSI)46 ଉଠ ଯିବା। ହେଇ ଦେଖ, ମୋତେ ଧରାଇ ଦେବା ଲୋକ ଆସି ପହଞ୍ôଚଗଲାଣି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT46 ଉଠ, ଆମ୍ଭେମାନେ ଯିବା, ଦେଖ, ଯେ ମୋତେ ଶତ୍ରୁ ହସ୍ତରେ ସମର୍ପଣ କରୁଅଛି, ସେ ନିକଟବର୍ତ୍ତୀ।” Viz kapitolaପବିତ୍ର ବାଇବଲ46 ଉଠ, ଆମ୍ଭେ ଯିବା। ଦେଖ, ମୋତେ ଶତ୍ରୁମାନଙ୍କ ହାତରେ ଯେଉଁ ଲୋକଟି ଦେଇଦେବ, ସେ ଏଠାକୁ ଆସୁଛି।” Viz kapitola |