Online Bible

- Reklamy -




ମାଥିଉ 26:47 - ଓଡିଆ ବାଇବେଲ

47 ସେ କଥା କହୁଥିବା ସମୟରେ, ଦେଖ, ଦ୍ୱାଦଶଙ୍କ ମଧ୍ୟରୁ ଯିହୂଦା ନାମକ ଜଣେ ଏବଂ ତାହା ସହିତ ପ୍ରଧାନ ଯାଜକ ଓ ଲୋକଙ୍କର ପ୍ରାଚୀନବର୍ଗଙ୍କଠାରୁ ପ୍ରେରିତ ବହୁସଂଖ୍ୟକ ଲୋକ ଖଡ଼୍ଗ ଓ ଯଷ୍ଟି ଧରି ଆସିଲେ ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

47 ସେ କଥା କହୁଥିବା ସମୟରେ, ଦେଖ, ଦ୍ଵାଦଶଙ୍କ ମଧ୍ୟରୁ ଯିହୁଦା ନାମକ ଜଣେ ଏବଂ ତାହା ସହିତ ପ୍ରଧାନ ଯାଜକ ଓ ଲୋକଙ୍କର ପ୍ରାଚୀନ-ବର୍ଗଙ୍କଠାରୁ ପ୍ରେରିତ ବହୁସଂଖ୍ୟକ ଲୋକ ଖଡ଼୍‍ଗ ଓ ଯଷ୍ଟି ଧରି ଆସିଲେ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

47 ଯୀଶୁ ଏହି କଥା କହିବାବେଳେ, ତାଙ୍କର ବାର ଶିଷ୍ୟମାନଙ୍କ ଭିତରୁ ଯିହୁଦା ନାମକ ଶିଷ୍ୟ ଆସି ପହଞ୍ଚିଲା। ତା’ ସହିତ ଖଣ୍ଡା ଓ ଠେଙ୍ଗାବାଡ଼ି ଧରି ଅନେକ ଲୋକ ସେଠାରେ ଜମା ହେଲେ। ସେମାନଙ୍କୁ ମୁଖ୍ୟ ପୁରୋହିତ ଓ ଧର୍ମନେତାମାନେ ପଠାଇଥିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

47 ସେ କଥା କହୁଥିବା ସମୟରେ, ଦେଖ, ଦ୍ୱାଦଶଙ୍କ ମଧ୍ୟରୁ ଯିହୂଦା ନାମକ ଜଣେ ଏବଂ ତାହା ସହିତ ପ୍ରଧାନ ଯାଜକ ଓ ଲୋକଙ୍କର ପ୍ରାଚୀନବର୍ଗଙ୍କଠାରୁ ପ୍ରେରିତ ବହୁସଂଖ୍ୟକ ଲୋକ ଖଡ୍ଗ ଓ ଯଷ୍ଟି ଧରି ଆସିଲେ।

Viz kapitola kopírovat

ପବିତ୍ର ବାଇବଲ

47 ଯୀଶୁ ଏହି କଥା କହୁଥିବା ସମୟରେ ଯିହୂଦା ସେଠାକୁ ଆସିଲା। ସେ ଯୀଶୁଙ୍କର ବାରଜଣ ଶିଷ୍ୟଙ୍କ ମଧ୍ୟରୁ ଜଣେ ଥିଲା। ଯିହୂଦାଙ୍କ ସହିତ ମଧ୍ୟ ଅନେକ ଲୋକ ଥିଲେ। ଯିହୂଦା ଓ ସେହି ଲୋକମାନେ ଖଣ୍ଡା ଓ ଠେଙ୍ଗା ଧରିଥିଲେ। ସେମାନଙ୍କୁ ପ୍ରଧାନଯାଜକ ଓ ପ୍ରାଚୀନମାନେ ପଠାଇଥିଲେ।

Viz kapitola kopírovat




ମାଥିଉ 26:47

Následuj nás:

Reklamy


Reklamy