ମାଥିଉ 26:52 - ଓଡିଆ ବାଇବେଲ52 ସେଥିରେ ଯୀଶୁ ତାହାଙ୍କୁ କହିଲେ, ତୁମ୍ଭର ଖଡ଼୍ଗ ପୁଣି, ଥରେ ଆପଣା ସ୍ଥାନରେ ରଖ, କାରଣ ଯେଉଁମାନେ ଖଡ୍ଗ ଧାରଣ କରନ୍ତି, ସେ ସମସ୍ତେ ଖଡ଼୍ଗ ଦ୍ୱାରା ବିନଷ୍ଟ ହେବେ । Viz kapitolaପବିତ୍ର ବାଇବଲ (Re-edited) - (BSI)52 ସେଥିରେ ଯୀଶୁ ତାହାଙ୍କୁ କହିଲେ, ତୁମ୍ଭର ଖଡ଼୍ଗ ପୁନର୍ବାର ସ୍ଵସ୍ଥାନରେ ରଖ, କାରଣ ଯେଉଁମାନେ ଖଡ଼୍ଗ ଧାରଣ କରନ୍ତି, ସେସମସ୍ତେ ଖଡ଼୍ଗ ଦ୍ଵାରା ବିନଷ୍ଟ ହେବେ। Viz kapitolaପବିତ୍ର ବାଇବଲ (CL) NT (BSI)52 ଯୀଶୁ ତାକୁ କହିଲେ, “ତୁମ ଖଣ୍ଡାକୁ ତା’ ଜାଗାରେ ରଖ। ଯେଉଁମାନେ ଖଣ୍ଡା ଉଞ୍ଚାନ୍ତି, ସେମାନେ ଖଣ୍ଡାରେ ହିଁ ନିହତ ହେବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT52 ସେଥିରେ ଯୀଶୁ ତାହାଙ୍କୁ କହିଲେ, “ତୁମ୍ଭର ଖଡ୍ଗ ପୁଣି, ଥରେ ଆପଣା ସ୍ଥାନରେ ରଖ, କାରଣ ଯେଉଁମାନେ ଖଡ୍ଗ ଧାରଣ କରନ୍ତି, ସେ ସମସ୍ତେ ଖଡ୍ଗ ଦ୍ୱାରା ବିନଷ୍ଟ ହେବେ। Viz kapitolaପବିତ୍ର ବାଇବଲ52 ଯୀଶୁ ସେହି ଲୋକକୁ କହିଲେ, “ତୁମ୍ଭ ଖଣ୍ଡାକୁ ଖୋଳ ଭିତରେ ରଖ। ଯେଉଁ ଲୋକମାନେ ଖଣ୍ଡା ବ୍ୟବହାର କରନ୍ତି। ସେମାନଙ୍କୁ ଖଣ୍ଡା ଦ୍ୱାରା ହତ୍ୟା କରା ଯାଇଥାଏ। Viz kapitola |