ମାଥିଉ 26:54 - ଓଡିଆ ବାଇବେଲ54 ତେବେ ଏହି ପ୍ରକାରେ ଅବଶ୍ୟ ଘଟିବ ବୋଲି ଧର୍ମଶାସ୍ତ୍ରର ବାକ୍ୟ କି ପ୍ରକାର ସଫଳ ହେବ ? Viz kapitolaପବିତ୍ର ବାଇବଲ (Re-edited) - (BSI)54 ତେବେ ଏହି ପ୍ରକାରେ ଅବଶ୍ୟ ଘଟିବ ବୋଲି ଧର୍ମଶାସ୍ତ୍ରର ବାକ୍ୟ କିପ୍ରକାର ସଫଳ ହେବ? Viz kapitolaପବିତ୍ର ବାଇବଲ (CL) NT (BSI)54 କିନ୍ତୁ ତାହାହେଲେ ଏହିସବୁ ଘଟିବ ବୋଲି ଶାସ୍ତ୍ରରେ ଯାହା ଲେଖାଅଛି, ତାହା ସଫଳ ହେବ କିପରି?” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT54 ତେବେ ଏହି ପ୍ରକାରେ ଅବଶ୍ୟ ଘଟିବ ବୋଲି ଧର୍ମଶାସ୍ତ୍ରର ବାକ୍ୟ କି ପ୍ରକାର ସଫଳ ହେବ?” Viz kapitolaପବିତ୍ର ବାଇବଲ54 କିନ୍ତୁ ମୁଁ ତା’ କଲେ ଧର୍ମଶାସ୍ତ୍ର କିପରି ସମ୍ପୂର୍ଣ୍ଣ ହେବ? ସବୁକଥା ଏହିଭଳି ଭାବରେ ଘଟିବ ବୋଲି ଶାସ୍ତ୍ରରେ ଲେଖା ଅଛି।” Viz kapitola |