ମାଥିଉ 26:55 - ଓଡିଆ ବାଇବେଲ55 ସେହି ସମୟରେ ଯୀଶୁ ଲୋକସମୂହକୁ କହିଲେ, ଡକଇତ ବିରୁଦ୍ଧରେ ବାହାରିବା ପରି ଖଣ୍ଡା ଓ ଠେଙ୍ଗା ନେଇ ତୁମ୍ଭେମାନେ କ'ଣ ମୋତେ ଧରିବାକୁ ଆସିଲ ? ମୁଁ ପ୍ରତିଦିନ ମନ୍ଦିରରେ ବସି ଶିକ୍ଷା ଦେଉଥିଲି, କିନ୍ତୁ ତୁମ୍ଭେମାନେ ମୋତେ ଧରିଲ ନାହିଁ; Viz kapitolaପବିତ୍ର ବାଇବଲ (Re-edited) - (BSI)55 ସେହି ସମୟରେ ଯୀଶୁ ଲୋକସମୂହକୁ କହିଲେ, ଡକାଇତ ବିରୁଦ୍ଧରେ ବାହାରିବା ପରି ଖଣ୍ତା ଓ ଠେଙ୍ଗା ଘେନି ତୁମ୍ଭେମାନେ କଅଣ ମୋତେ ଧରିବାକୁ ଆସିଲ? ମୁଁ ପ୍ରତିଦିନ ମନ୍ଦିରରେ ବସି ଶିକ୍ଷା ଦେଉଥିଲି, କିନ୍ତୁ ତୁମ୍ଭେମାନେ ମୋତେ ଧରିଲ ନାହିଁ; Viz kapitolaପବିତ୍ର ବାଇବଲ (CL) NT (BSI)55 ଯୀଶୁ ତା’ପରେ ଜମା ହୋଇଥିବା ସେହି ଲୋକମାନଙ୍କୁ କହିଲେ, “ମୁଁ କ’ଣ ଗୋଟିଏ ପଳାତକ ଦସ୍ୟୁ ଯେ ଖଣ୍ଡା ଠେଙ୍ଗା ନେଇ ମୋତେ ଧରିବାକୁ ଆସିଛ? ପ୍ରତିଦିନ ମୁଁ ମନ୍ଦିରରେ ବସି ଶିକ୍ଷା ଦେଉଥିଲି, ସେତେବେଳେ ତ ମୋତେ ଧରି ନ ଥିଲ! Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT55 ସେହି ସମୟରେ ଯୀଶୁ ଲୋକସମୂହକୁ କହିଲେ, “ଡକାଇତ ବିରୁଦ୍ଧରେ ବାହାରିବା ପରି ଖଣ୍ଡା ଓ ଠେଙ୍ଗା ନେଇ ତୁମ୍ଭେମାନେ କଅଣ ମୋତେ ଧରିବାକୁ ଆସିଲ? ମୁଁ ପ୍ରତିଦିନ ମନ୍ଦିରରେ ବସି ଶିକ୍ଷା ଦେଉଥିଲି, କିନ୍ତୁ ତୁମ୍ଭେମାନେ ମୋତେ ଧରିଲ ନାହିଁ; Viz kapitolaପବିତ୍ର ବାଇବଲ55 ତା'ପରେ ଯୀଶୁ ଲୋକମାନଙ୍କୁ କହିଲେ, “ତୁମ୍ଭେସବୁ ଖଣ୍ଡା ଓ ଠେଙ୍ଗା ନେଇ ମୋତେ ବନ୍ଦୀ କରିବା ପାଇଁ ଏପରି ଭାବରେ ଆସିଛ, ସତେ ଯେପରି ମୁଁ ଗୋଟିଏ ଅପରାଧୀ। ମୁଁ ସବୁଦିନ ମନ୍ଦିର ପରିସରରେ ବସି ଲୋକମାନଙ୍କୁ ଉପଦେଶ ଦେଉଥିଲି। ସେତେବେଳେ ତୁମ୍ଭେ ମୋତେ ବନ୍ଦୀ କରିଲ ନାହିଁ। Viz kapitola |