ମାଥିଉ 26:61 - ଓଡିଆ ବାଇବେଲ61 ଏହି ଲୋକଟା କହିଥିଲା, ମୁଁ ଈଶ୍ୱରଙ୍କ ମନ୍ଦିରକୁ ଭାଙ୍ଗି ତାହା ତିନି ଦିନ ମଧ୍ୟରେ ତୋଳି ଦେଇ ପାରେ । Viz kapitolaପବିତ୍ର ବାଇବଲ (Re-edited) - (BSI)61 ଏହି ଲୋକଟା କହିଥିଲା, ମୁଁ ଈଶ୍ଵରଙ୍କ ମନ୍ଦିରକୁ ଭାଙ୍ଗି ତାହା ତିନି ଦିନ ମଧ୍ୟରେ ତୋଳିଦେଇ ପାରେ। Viz kapitolaପବିତ୍ର ବାଇବଲ (CL) NT (BSI)61 କହିଲେ, “ଏହି ଲୋକ କହିଥିଲା, ‘ମୁଁ ଈଶ୍ୱରଙ୍କ ମନ୍ଦିରକୁ ଭାଙ୍ଗିଦେଇ ତିନିଦିନ ପରେ ତାକୁ ପୁଣି ତୋଳି ଦେଇ ପାରିବି’।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT61 ଏହି ଲୋକଟା କହିଥିଲା, ମୁଁ ଈଶ୍ବରଙ୍କ ମନ୍ଦିରକୁ ଭାଙ୍ଗି ତାହା ତିନି ଦିନ ମଧ୍ୟରେ ତୋଳି ଦେଇ ପାରେ। Viz kapitolaପବିତ୍ର ବାଇବଲ61 “ଏହି ଲୋକ କହିଛନ୍ତି, ‘ମୁଁ ପରମେଶ୍ୱରଙ୍କ ମନ୍ଦିର ଧ୍ୱଂସ କରିପାରେ ଓ ପୁଣି ଏହାକୁ ତିନି ଦିନ ମଧ୍ୟରେ ତିଆରି କରି ଦେଇପାରେ।’” Viz kapitola |