ମାଥିଉ 26:63 - ଓଡିଆ ବାଇବେଲ63 କିନ୍ତୁ ଯୀଶୁ ମୌନ ହୋଇ ରହିଲେ । ସେଥିରେ ମହାଯାଜକ ତାହାଙ୍କୁ କହିଲେ, ଆମ୍ଭେ ତୁମ୍ଭକୁ ଜୀବନ୍ତ ଈଶ୍ୱରଙ୍କ ନାମରେ ଶପଥ ଦେଉଅଛୁ, ଆମ୍ଭମାନଙ୍କୁ କୁହ, ତୁମ୍ଭେ କି ଈଶ୍ୱରଙ୍କ ପୁତ୍ର ଖ୍ରୀଷ୍ଟ ? Viz kapitolaପବିତ୍ର ବାଇବଲ (Re-edited) - (BSI)63 କିନ୍ତୁ ଯୀଶୁ ମୌନ ହୋଇ ରହିଲେ। ସେଥିରେ ମହାଯାଜକ ତାହାଙ୍କୁ କହିଲେ, ଆମ୍ଭେ ତୁମ୍ଭକୁ ଜୀବନ୍ତ ଈଶ୍ଵରଙ୍କ ନାମରେ ଶପଥ ଦେଉଅଛୁ, ଆମ୍ଭମାନଙ୍କୁ କୁହ, ତୁମ୍ଭେ କି ଈଶ୍ଵରଙ୍କ ପୁତ୍ର ଖ୍ରୀଷ୍ଟ? Viz kapitolaପବିତ୍ର ବାଇବଲ (CL) NT (BSI)63 କିନ୍ତୁ ଯୀଶୁ ନୀରବ ରହିଲେ। ପ୍ରଧାନ ପୁରୋହିତ କହିଲେ, “ଜୀବନ୍ତ ଈଶ୍ୱରଙ୍କ ନାମରେ ମୁଁ ତୁମକୁ ପଚାରୁଛି, ସତ୍ୟକରି କୁହ, ତୁମେ କ’ଣ ଈଶ୍ୱରଙ୍କ ପୁତ୍ର ମସୀହ?” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT63 କିନ୍ତୁ ଯୀଶୁ ମୌନ ହୋଇ ରହିଲେ। ସେଥିରେ ମହାଯାଜକ ତାହାଙ୍କୁ କହିଲେ, ଆମ୍ଭେ ତୁମ୍ଭକୁ ଜୀବନ୍ତ ଈଶ୍ବରଙ୍କ ନାମରେ ଶପଥ ଦେଉଅଛୁ, ଆମ୍ଭମାନଙ୍କୁ କୁହ, ତୁମ୍ଭେ କି ଈଶ୍ବରଙ୍କ ପୁତ୍ର ଖ୍ରୀଷ୍ଟ? Viz kapitolaପବିତ୍ର ବାଇବଲ63 ଯୀଶୁ କିନ୍ତୁ ଚୁପ୍ ରହିଲେ। ପୁଣି ଥରେ ମହାଯାଜକ ତାହାଙ୍କୁ ପଗ୍ଭରିଲେ, “ମୁଁ ତୁମ୍ଭକୁ ଜୀବିତ ପରମେଶ୍ୱରଙ୍କ ନାମରେ ଶପଥ କରାଉଛି, ତୁମ୍ଭେ ଆମ୍ଭକୁ କୁହ, ତୁମ୍ଭେ କ’ଣ ଖ୍ରୀଷ୍ଟ, ପରମେଶ୍ୱରଙ୍କ ପୁତ୍ର?” Viz kapitola |