Online Bible

- Reklamy -




ମାଥିଉ 26:65 - ଓଡିଆ ବାଇବେଲ

65 ସେଥିରେ ମହାଯାଜକ ଆପଣା ବସ୍ତ୍ର ଚିରି କହିଲେ, ଏ ଈଶ୍ୱର ନିନ୍ଦା କଲା, ସାକ୍ଷୀରେ ଆମ୍ଭମାନଙ୍କର ଆଉ କ'ଣ ଆବଶ୍ୟକ ? ଦେଖନ୍ତୁ, ଆପଣମାନେ ଏବେ ହେଁ ଈଶ୍ୱର ନିନ୍ଦା ଶୁଣିଲେ,

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

65 ସେଥିରେ ମହାଯାଜକ ଆପଣା ବସ୍ତ୍ର ଚିରି କହିଲେ, ଏ ଈଶ୍ଵରନିନ୍ଦା କଲା, ସାକ୍ଷୀରେ ଆମ୍ଭମାନଙ୍କର ଆଉ କଅଣ ପ୍ରୟୋଜନ? ଦେଖନ୍ତୁ, ଆପଣମାନେ ଏବେ ହେଁ ଈଶ୍ଵରନିନ୍ଦା ଶୁଣିଲେ,

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

65 ଏହା ଶୁଣି ପ୍ରଧାନ ପୁରୋହିତ ନିଜ ପୋଷାକକୁ ଚିରି ପକାଇ କହିଲା, “ଏହା ତ ଈଶ୍ୱର ନିନ୍ଦା। ଆଉ ଅନ୍ୟ ସାକ୍ଷୀ ଦରକାର ନାହିଁ। ଏହିକ୍ଷଣି ଏହାର ଈଶ୍ୱର ନନ୍ଦା ତ ତୁମେ ଶୁଣିଲ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

65 ସେଥିରେ ମହାଯାଜକ ଆପଣା ବସ୍ତ୍ର ଚିରି କହିଲେ, ଏ ଈଶ୍ବର ନିନ୍ଦା କଲା, ସାକ୍ଷୀରେ ଆମ୍ଭମାନଙ୍କର ଆଉ କଅଣ ଆବଶ୍ୟକ? ଦେଖନ୍ତୁ, ଆପଣମାନେ ଏବେ ହେଁ ଈଶ୍ବର ନିନ୍ଦା ଶୁଣିଲେ,

Viz kapitola kopírovat

ପବିତ୍ର ବାଇବଲ

65 ମହାଯାଜକ ଏ କଥା ଶୁଣି ବହୁତ ରାଗିଗଲେ ଓ ସେ ତାହାଙ୍କ ନିଜ ପୋଷାକ ଚିରି ପକେଇଲେ ଓ ସେ କହିଲେ, “ଏ ଯେଉଁସବୁ କଥା କହିଲେ, ତା’ ଦ୍ୱାରା ପରମେଶ୍ୱରଙ୍କର ନିନ୍ଦା ହୋଇଛି। ଆମ୍ଭର ଆଉ କୌଣସି ସାକ୍ଷୀ ଦରକାର ନାହିଁ। ତୁମ୍ଭେମାନେ ପରମେଶ୍ୱରଙ୍କର ନିନ୍ଦା ଶୁଣିଛ। ତୁମ୍ଭେମାନେ ତେବେ କ’ଣ ଭାବୁଛ?”

Viz kapitola kopírovat




ମାଥିଉ 26:65

Následuj nás:

Reklamy


Reklamy