ମାଥିଉ 26:72 - ଓଡିଆ ବାଇବେଲ72 ପୁଣି, ସେ ରାଣ ପକାଇ ଆଉ ଥରେ ଅସ୍ୱୀକାର କରି କହିଲେ, ମୁଁ ସେ ଲୋକକୁ ଜାଣେ ନାହିଁ । Viz kapitolaପବିତ୍ର ବାଇବଲ (Re-edited) - (BSI)72 ପୁଣି, ସେ ରାଣ ପକାଇ ଆଉ ଥରେ ଅସ୍ଵୀକାର କରି କହିଲେ, ମୁଁ ସେ ଲୋକକୁ ଜାଣେ ନାହିଁ। Viz kapitolaପବିତ୍ର ବାଇବଲ (CL) NT (BSI)72 ପିତର ପୁନର୍ବାର ଅସ୍ୱୀକାର କରି କହିଲେ, “ଶପଥ କରି କହୁଛି, ସେ ଲୋକକୁ ମୁଁ ଜାଣେ ନାହିଁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT72 ପୁଣି, ସେ ଶପଥ ନେଇ ପୁନର୍ବାର ଅସ୍ୱୀକାର କରି କହିଲେ, ମୁଁ ସେ ଲୋକକୁ ଜାଣେ ନାହିଁ। Viz kapitolaପବିତ୍ର ବାଇବଲ72 ପୁଣି ଥରେ ପିତର ଅସ୍ୱୀକାର କରିଦେଲେ। ସେ କହିଲେ, “ମୁଁ ପରମେଶ୍ୱରଙ୍କ ନାମରେ ପ୍ରତିଜ୍ଞା କରି କହୁଛି ଯେ ମୁଁ ସେ ଲୋକକୁ ଜାଣେ ନାହିଁ।” Viz kapitola |