ମାଥିଉ 26:73 - ଓଡିଆ ବାଇବେଲ73 ଅଳ୍ପ କ୍ଷଣ ପରେ ପାଖରେ ଠିଆ ହୋଇଥିବା ଲୋକମାନେ ପିତରଙ୍କ ନିକଟକୁ ଆସି ତାହାଙ୍କୁ କହିଲେ, ତୁମ୍ଭେ ମଧ୍ୟ ନିଶ୍ଚୟ ସେମାନଙ୍କ ମଧ୍ୟରୁ ଜଣେ, କାରଣ ତୁମ୍ଭ କଥାରୁ ତ ଜଣାପଡ଼ୁଅଛି । Viz kapitolaପବିତ୍ର ବାଇବଲ (Re-edited) - (BSI)73 ଅଳ୍ପକ୍ଷଣ ପରେ ପାଖରେ ଠିଆ ହୋଇଥିବା ଲୋକମାନେ ପିତରଙ୍କ ନିକଟକୁ ଆସି ତାଙ୍କୁ କହିଲେ, ତୁମ୍ଭେ ମଧ୍ୟ ନିଶ୍ଚୟ ସେମାନଙ୍କ ମଧ୍ୟରୁ ଜଣେ, କାରଣ ତୁମ୍ଭ ବୋଲିରୁ ତ ତାହା ଜଣା ପଡ଼ୁଅଛି। Viz kapitolaପବିତ୍ର ବାଇବଲ (CL) NT (BSI)73 କିଛି ସମୟ ପରେ ସେଠାରେ ଥିବା ଲୋକମାନେ ପିତରଙ୍କ ପାଖକୁ ଆସି କହିଲେ, “ତୁମେ ନିଶ୍ଚୟ ସେମାନଙ୍କ ମଧ୍ୟରୁ ଜଣେ। ତୁମ କଥାବାର୍ତ୍ତାରୁ ଏହା ଜଣାପଡ଼ୁଛି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT73 ଅଳ୍ପ କ୍ଷଣ ପରେ ପାଖରେ ଠିଆ ହୋଇଥିବା ଲୋକମାନେ ପିତରଙ୍କ ନିକଟକୁ ଆସି ତାହାଙ୍କୁ କହିଲେ, ତୁମ୍ଭେ ମଧ୍ୟ ନିଶ୍ଚୟ ସେମାନଙ୍କ ମଧ୍ୟରୁ ଜଣେ, କାରଣ ତୁମ୍ଭ କଥାରୁ ତ ଜଣାପଡ଼ୁଅଛି। Viz kapitolaପବିତ୍ର ବାଇବଲ73 କିଛି ସମୟ ପରେ ସେଠାରେ ଠିଆ ହୋଇଥିବା ଲୋକମାନେ ପିତରଙ୍କ ପାଖକୁ ଆସି ତାହାଙ୍କୁ କହିଲେ, “ଆମ୍ଭେ ଜାଣୁ ତୁମ୍ଭେ ନିଶ୍ଚୟ ତାହାଙ୍କର ଶିଷ୍ୟମାନଙ୍କ ମଧ୍ୟରୁ ଜଣେ। ଏ କଥା ତୁମ୍ଭ କହିବା ଢଙ୍ଗରୁ ଜଣା ପଡ଼ୁଛି।” Viz kapitola |