ମାଥିଉ 26:74 - ଓଡିଆ ବାଇବେଲ74 ସେଥିରେ ସେ ଅଭିଶାପ ଦେଇ ରାଣ ପକାଇ କହିବାକୁ ଲାଗିଲେ, ମୁଁ ସେ ଲୋକକୁ ଜାଣେ ନାହିଁ । Viz kapitolaପବିତ୍ର ବାଇବଲ (Re-edited) - (BSI)74 ସେଥିରେ ସେ ଅଭିଶାପ ଦେଇ ରାଣ ପକାଇ କହିବାକୁ ଲାଗିଲେ, ମୁଁ ସେ ଲୋକକୁ ଜାଣେ ନାହିଁ। ସେହିକ୍ଷଣି କୁକୁଡ଼ା ଡାକିଲା। Viz kapitolaପବିତ୍ର ବାଇବଲ (CL) NT (BSI)74 ପିତର କହିଲେ, “ଶପଥ କରି କହୁଛି, ମୋ’ କଥା ସତ୍ୟ। ନ ହେଲେ ଈଶ୍ୱର ମୋତେ ଦଣ୍ଡ ଦିଅନ୍ତୁ। ସେ ଲୋକକୁ ମୁଁ ଜାଣେ ନାହିଁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT74 ସେଥିରେ ସେ ଅଭିଶାପ ଦେଇ ରାଣ ପକାଇ କହିବାକୁ ଲାଗିଲେ, ମୁଁ ସେ ଲୋକକୁ ଜାଣେ ନାହିଁ। Viz kapitolaପବିତ୍ର ବାଇବଲ74 ପିତର ନିଜକୁ ଧିକ୍କାର କରି ରାଣ ପକାଇ କହିଲେ, “ମୁଁ ସେ ଲୋକଙ୍କୁ ଜାଣେ ନାହିଁ।” ସେତିକିବେଳେ କୁକୁଡ଼ା ଡାକିଲା। Viz kapitola |