ମାଥିଉ 27:1 - ଓଡିଆ ବାଇବେଲ1 ସକାଳ ହୁଅନ୍ତେ, ସମସ୍ତ ପ୍ରଧାନ ଯାଜକମାନେ ପୁଣି, ଲୋକମାନଙ୍କର ପ୍ରାଚୀନବର୍ଗ ଯୀଶୁଙ୍କୁ ବଧ କରିବା ପାଇଁ ତାହାଙ୍କର ବିରୁଦ୍ଧରେ ମନ୍ତ୍ରଣା କଲେ, Viz kapitolaପବିତ୍ର ବାଇବଲ (Re-edited) - (BSI)1 ପ୍ରଭାତ ହୁଅନ୍ତେ, ସମସ୍ତ ପ୍ରଧାନଯାଜକ, ପୁଣି ଲୋକମାନଙ୍କର ପ୍ରାଚୀନବର୍ଗ ଯୀଶୁଙ୍କୁ ବଧ କରିବା ନିମନ୍ତେ ତାହାଙ୍କ ବିପକ୍ଷରେ ମନ୍ତ୍ରଣା କଲେ, Viz kapitolaପବିତ୍ର ବାଇବଲ (CL) NT (BSI)1 ତା’ ପରଦିନ ଭୋରରୁ ଯୀଶୁଙ୍କୁ ମାରିଦେବାକୁ ମୁଖ୍ୟ ପୁରୋହିତ ଓ ଧର୍ମନେତାମାନେ ଚକ୍ରାନ୍ତ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ସକାଳ ହୁଅନ୍ତେ, ସମସ୍ତ ପ୍ରଧାନ ଯାଜକମାନେ ପୁଣି, ଲୋକମାନଙ୍କର ପ୍ରାଚୀନବର୍ଗ ଯୀଶୁଙ୍କୁ ବଧ କରିବା ପାଇଁ ତାହାଙ୍କର ବିରୁଦ୍ଧରେ ମନ୍ତ୍ରଣା କଲେ, Viz kapitolaପବିତ୍ର ବାଇବଲ1 ତା’ ପରଦିନ ଅତି ସକାଳୁ ସମସ୍ତ ପ୍ରଧାନଯାଜକ ଓ ପ୍ରାଚୀନ ନେତାମାନେ ଏକାଠି ହେଲେ, ଓ ଯୀଶୁଙ୍କୁ ବଧ କରିବା ପାଇଁ ଯୋଜନା କଲେ। Viz kapitola |