ମାଥିଉ 27:11 - ଓଡିଆ ବାଇବେଲ11 ଇତିମଧ୍ୟରେ ଯୀଶୁ ଶାସନକର୍ତ୍ତାଙ୍କ ସମ୍ମୁଖରେ ଠିଆ କରାଗଲେ, ଆଉ ଶାସନକର୍ତ୍ତା ତାହାଙ୍କୁ ପଚାରିଲେ, ତୁମ୍ଭେ କି ଯିହୂଦୀମାନଙ୍କ ରାଜା ? ଯୀଶୁ କହିଲେ, ଆପଣ କହୁଅଛନ୍ତି । Viz kapitolaପବିତ୍ର ବାଇବଲ (Re-edited) - (BSI)11 ଇତିମଧ୍ୟରେ ଯୀଶୁ ଶାସନକର୍ତ୍ତାଙ୍କ ସମ୍ମୁଖରେ ଠିଆ କରାଗଲେ, ଆଉ ଶାସନକର୍ତ୍ତା ତାହାଙ୍କୁ ପଚାରିଲେ, ତୁମ୍ଭେ କି ଯିହୁଦୀମାନଙ୍କ ରାଜାଣ? ଯୀଶୁ କହିଲେ, ଆପଣ କହୁଅଛନ୍ତି। Viz kapitolaପବିତ୍ର ବାଇବଲ (CL) NT (BSI)11 ଯୀଶୁଙ୍କୁ ସମ୍ମୁଖରେ ଦେଖି ରୋମୀୟ ଶାସକ ତାଙ୍କୁ ପଚାରିଲେ, “ତୁମେ କଅଣ ଇହୁଦୀମାନଙ୍କ ରାଜା?” ଯୀଶୁ ତାଙ୍କୁ ଉତ୍ତର ଦେଲେ, “ତୁମେ ତାହା କହୁଛ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଇତିମଧ୍ୟରେ ଯୀଶୁ ଶାସନକର୍ତ୍ତାଙ୍କ ସମ୍ମୁଖରେ ଠିଆ କରାଗଲେ, ଆଉ ଶାସନକର୍ତ୍ତା ତାହାଙ୍କୁ ପଚାରିଲେ, ତୁମ୍ଭେ କି ଯିହୁଦୀମାନଙ୍କ ରାଜା? ଯୀଶୁ କହିଲେ, “ଆପଣ କହୁଅଛନ୍ତି।” Viz kapitolaପବିତ୍ର ବାଇବଲ11 ଏହି ସମୟରେ ଯୀଶୁ ରାଜ୍ୟପାଳ ପୀଲାତ ଆଗରେ ଠିଆ ହେଲେ। ରାଜ୍ୟପାଳ ତାହାଙ୍କୁ ପଗ୍ଭରିଲେ, “ତୁମ୍ଭେ କ’ଣ ଯିହୂଦୀମାନଙ୍କର ରାଜା?” ଯୀଶୁ ଉତ୍ତର ଦେଲେ, “ହଁ।” Viz kapitola |