ମାଥିଉ 27:17 - ଓଡିଆ ବାଇବେଲ17 ଅତଏବ, ସେମାନେ ଏକତ୍ର ହୋଇଥିବା ସମୟରେ ପୀଲାତ ସେମାନଙ୍କୁ ପଚାରିଲେ, ଆମ୍ଭେ ତୁମ୍ଭମାନଙ୍କ ନିମନ୍ତେ କାହାକୁ ମୁକ୍ତ କରିଦେବା ବୋଲି ତୁମ୍ଭେମାନେ ଇଚ୍ଛା କରୁଅଛ ? ବାରବ୍ବାକୁ, ନା ଯାହାକୁ ଖ୍ରୀଷ୍ଟ ବୋଲି କହନ୍ତି, ସେହି ଯୀଶୁକୁ ? Viz kapitolaପବିତ୍ର ବାଇବଲ (Re-edited) - (BSI)17 ଅତଏବ, ସେମାନେ ଏକତ୍ର ହୋଇଥିବା ସମୟରେ ପୀଲାତ ସେମାନଙ୍କୁ ପଚାରିଲେ, ଆମ୍ଭେ ତୁମ୍ଭମାନଙ୍କ ନିମନ୍ତେ କାହାକୁ ମୁକ୍ତ କରିଦେବା ବୋଲି ତୁମ୍ଭେମାନେ ଇଚ୍ଛା କରୁଅଛ? ବାରବ୍ବାକୁ, ନା ଯାହାକୁ ଖ୍ରୀଷ୍ଟ ବୋଲି କହନ୍ତି, ସେହି ଯୀଶୁକୁ? Viz kapitolaପବିତ୍ର ବାଇବଲ (CL) NT (BSI)17 ସମବେତ ଜନତାକୁ ପିଲାତ ପଚାରିଲେ, “ମୁଁ କାହାକୁ ଖଲାସ କରିଦିଏ ବୋଲି ତୁମମାନଙ୍କର ଇଚ୍ଛା?” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଅତଏବ, ସେମାନେ ଏକତ୍ର ହୋଇଥିବା ସମୟରେ ପୀଲାତ ସେମାନଙ୍କୁ ପଚାରିଲେ, ଆମ୍ଭେ ତୁମ୍ଭମାନଙ୍କ ନିମନ୍ତେ କାହାକୁ ମୁକ୍ତ କରିଦେବା ବୋଲି ତୁମ୍ଭେମାନେ ଇଚ୍ଛା କରୁଅଛ? ବାରବ୍ବାକୁ, ନା ଯାହାକୁ ଖ୍ରୀଷ୍ଟ ବୋଲି କହନ୍ତି, ସେହି ଯୀଶୁକୁ? Viz kapitolaପବିତ୍ର ବାଇବଲ17 ତେଣୁ ଯେତେବେଳେ ସବୁଲୋକେ ଏକାଠି ଜମା ହେଲେ, ସେତେବେଳେ ପୀଲାତ ସେମାନଙ୍କୁ ପଗ୍ଭରିଲେ, “ମୁଁ ତୁମ୍ଭମାନଙ୍କ ପାଇଁ ଜଣେ ଲୋକକୁ ମୁକ୍ତ କରିବି। ବାରବ୍ବା ଓ ଯୀଶୁଙ୍କ ମଧ୍ୟରୁ କାହାକୁ ମୁକ୍ତ କରିବାକୁ ଗ୍ଭହୁଁଛ?” Viz kapitola |