ମାଥିଉ 27:2 - ଓଡିଆ ବାଇବେଲ2 ଆଉ ସେମାନେ ତାହାଙ୍କୁ ବାନ୍ଧି ନେଇଯାଇ ପୀଲାତ ନାମକ ଶାସନକର୍ତ୍ତାଙ୍କ ହସ୍ତରେ ସମର୍ପଣ କଲେ । Viz kapitolaପବିତ୍ର ବାଇବଲ (Re-edited) - (BSI)2 ଆଉ ସେମାନେ ତାହାଙ୍କୁ ବାନ୍ଧି ଘେନିଯାଇ ପୀଲାତ ନାମକ ଶାସନକର୍ତ୍ତାଙ୍କ ହସ୍ତରେ ସମର୍ପଣ କଲେ। Viz kapitolaପବିତ୍ର ବାଇବଲ (CL) NT (BSI)2 ସେମାନେ ତାଙ୍କୁ ଶିକୁଳିରେ ବାନ୍ଧି ରୋମ ସାମ୍ରାଜ୍ୟର ପ୍ରାଦେଶିକ ଶାସକ ପିଲାତଙ୍କ ନିକଟକୁ ନେଇଗଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଆଉ ସେମାନେ ତାହାଙ୍କୁ ବାନ୍ଧି ନେଇଯାଇ ପୀଲାତ ନାମକ ଶାସନକର୍ତ୍ତାଙ୍କ ହସ୍ତରେ ସମର୍ପଣ କଲେ। Viz kapitolaପବିତ୍ର ବାଇବଲ2 ସେମାନେ ଯୀଶୁଙ୍କୁ ବାନ୍ଧି ପକାଇଲେ। ତା'ପରେ ତାହାଙ୍କୁ ରାଜ୍ୟପାଳ ପୀଲାତଙ୍କ ପାଖକୁ ନେଇଗଲେ, ଓ ତାହାଙ୍କ ହାତରେ ଯୀଶୁଙ୍କୁ ଦେଇଦେଲେ। Viz kapitola |