Online Bible

- Reklamy -




ମାଥିଉ 27:21 - ଓଡିଆ ବାଇବେଲ

21 ମାତ୍ର ଶାସନକର୍ତ୍ତା ସେମାନଙ୍କୁ ଉତ୍ତର ଦେଲେ, ଆମ୍ଭେ ଏ ଉଭୟଙ୍କ ମଧ୍ୟରୁ ତୁମ୍ଭମାନଙ୍କ ନିମନ୍ତେ କାହାକୁ ମୁକ୍ତ କରିବା ବୋଲି ତୁମ୍ଭମାନଙ୍କ ଇଚ୍ଛା ? ସେମାନେ କହିଲେ, ବାରବ୍ବାକୁ ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

21 ମାତ୍ର ଶାସନକର୍ତ୍ତା ସେମାନଙ୍କୁ ଉତ୍ତର ଦେଲେ, ଆମ୍ଭେ ଏ ଉଭୟଙ୍କ ମଧ୍ୟରୁ ତୁମ୍ଭମାନଙ୍କ ନିମନ୍ତେ କାହାକୁ ମୁକ୍ତ କରିବା ବୋଲି ତୁମ୍ଭମାନଙ୍କର ଇଚ୍ଛା? ସେମାନେ କହିଲେ, ବାରବ୍ବାକୁ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

21 ପିଲାତ ପୁଣି ପଚାରିଲେ, “ଏ ଦୁହିଙ୍କ ମଧ୍ୟରୁ ମୁଁ କାହାକୁ ଖଲାସ କରିଦିଏ ବୋଲି ତୁମ୍ଭମାନଙ୍କର ଇଚ୍ଛା?” ସେମାନେ ଉତ୍ତର ଦେଲେ, “ବାରବ୍ବା”।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ମାତ୍ର ଶାସନକର୍ତ୍ତା ସେମାନଙ୍କୁ ଉତ୍ତର ଦେଲେ, ଆମ୍ଭେ ଏ ଉଭୟଙ୍କ ମଧ୍ୟରୁ ତୁମ୍ଭମାନଙ୍କ ନିମନ୍ତେ କାହାକୁ ମୁକ୍ତ କରିବା ବୋଲି ତୁମ୍ଭମାନଙ୍କ ଇଚ୍ଛା? ସେମାନେ କହିଲେ, ବାରବ୍ବାକୁ।

Viz kapitola kopírovat

ପବିତ୍ର ବାଇବଲ

21 ରାଜ୍ୟପାଳ ପୀଲାତ ପଗ୍ଭରିଲେ, “ବାର‌‌‌‌‌ବ୍‌‌‌‌‌ବା ଓ ଯୀଶୁ ଏହି ଦୁଇଜଣ ବନ୍ଦୀଙ୍କ ମଧ୍ୟରୁ ତୁମ୍ଭମାନଙ୍କ ପାଇଁ କାହାକୁ ମୁକ୍ତ କରିଦେବା ତୁମ୍ଭେମାନେ ଗ୍ଭହୁଁଛ?” ସେମାନେ କହିଲେ, “ବାର‌‌‌‌‌ବ୍‌‌‌‌‌ବା।”

Viz kapitola kopírovat




ମାଥିଉ 27:21

Následuj nás:

Reklamy


Reklamy