ମାଥିଉ 27:22 - ଓଡିଆ ବାଇବେଲ22 ପୀଲାତ ସେମାନଙ୍କୁ ପଚାରିଲେ, ତେବେ କାହାକୁ ଖ୍ରୀଷ୍ଟ କହନ୍ତି, ସେହି ଯୀଶୁ ପ୍ରତି କ'ଣ କରିବା ? ସେମାନେ ସମସ୍ତେ କହିଲେ, ସେ କ୍ରୁଶରେ ଚଢ଼ାଯାଉ । Viz kapitolaପବିତ୍ର ବାଇବଲ (Re-edited) - (BSI)22 ପୀଲାତ ସେମାନଙ୍କୁ ପଚାରିଲେ, ତେବେ ଯାହାକୁ ଖ୍ରୀଷ୍ଟ କହନ୍ତି, ସେହି ଯୀଶୁ ପ୍ରତି ଆମ୍ଭେ କଅଣ କରିବା? ସେମାନେ ସମସ୍ତେ କହିଲେ, ସେ କ୍ରୁଶରେ ଚଢ଼ାଯାଉ। Viz kapitolaପବିତ୍ର ବାଇବଲ (CL) NT (BSI)22 ପିଲାତ ପଚାରିଲେ, “ତେବେ ମସୀହ ରୂପେ ପରିଚିତ ଯୀଶୁଙ୍କୁ କଅଣ କରିବି?” “ତାଙ୍କୁ କ୍ରୁଶରେ ଚଢ଼ାଅ” ବୋଲି ସେମାନେ ଚିକ୍ରାର କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ପୀଲାତ ସେମାନଙ୍କୁ ପଚାରିଲେ, ତେବେ ଯାହାକୁ ଖ୍ରୀଷ୍ଟ କହନ୍ତି, ସେହି ଯୀଶୁ ପ୍ରତି କଅଣ କରିବା? ସେମାନେ ସମସ୍ତେ କହିଲେ, ସେ କ୍ରୁଶରେ ଚଢ଼ାଯାଉ। Viz kapitolaପବିତ୍ର ବାଇବଲ22 ତା'ପରେ ପୀଲାତ ସେମାନଙ୍କୁ ପଗ୍ଭରିଲେ, “ତେବେ ଯେଉଁ ଯୀଶୁଙ୍କୁ ଖ୍ରୀଷ୍ଟ କୁହାଯାଏ ତାହାଙ୍କ ପ୍ରତି ମୁଁ କ’ଣ କରିବି?” ସମସ୍ତେ କହିଲେ, “ତାହାଙ୍କୁ କ୍ରୁଶରେ ଚଢ଼ାଇ ଦିଆଯାଉ।” Viz kapitola |