ମାଥିଉ 27:26 - ଓଡିଆ ବାଇବେଲ26 ସେଥିରେ ସେ ସେମାନଙ୍କ ନିମନ୍ତେ ବାରବ୍ବାକୁ ମୁକ୍ତ କଲେ, ମାତ୍ର ଯୀଶୁଙ୍କୁ କୋରଡ଼ା ପ୍ରହାର କରାଇ କ୍ରୁଶରେ ଚଢ଼ାଇବା ନିମନ୍ତେ ସମର୍ପଣ କଲେ । Viz kapitolaପବିତ୍ର ବାଇବଲ (Re-edited) - (BSI)26 ସେଥିରେ ସେ ସେମାନଙ୍କ ନିମନ୍ତେ ବାରବ୍ବାକୁ ମୁକ୍ତ କଲେ, ମାତ୍ର ଯୀଶୁଙ୍କୁ କୋରଡ଼ା ପ୍ରହାର କରାଇ କ୍ରୁଶରେ ଚଢ଼ାଇବା ନିମନ୍ତେ ସମର୍ପଣ କଲେ। Viz kapitolaପବିତ୍ର ବାଇବଲ (CL) NT (BSI)26 ଶେଷରେ ପିଲାତ ବାରବ୍ବାକୁ ମୁକ୍ତି ଦେଇ ଯୀଶୁଙ୍କୁ କୋରଡ଼ାରେ ମାରିବାକୁ ଆଦେଶ ଦେଲେ, ତା’ପରେ କ୍ରୁଶବିଦ୍ଧ କରିବା ପାଇଁ ସେମାନଙ୍କ ହାତରେ ଛାଡ଼ି ଦେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ସେଥିରେ ସେ ସେମାନଙ୍କ ନିମନ୍ତେ ବାରବ୍ବାକୁ ମୁକ୍ତ କଲେ, ମାତ୍ର ଯୀଶୁଙ୍କୁ କୋରଡ଼ା ପ୍ରହାର କରାଇ କ୍ରୁଶରେ ଚଢ଼ାଇବା ନିମନ୍ତେ ସମର୍ପଣ କଲେ। Viz kapitolaପବିତ୍ର ବାଇବଲ26 ପୀଲାତ ବାରବ୍ବାଙ୍କୁ ମୁକ୍ତ କରିଦେଲେ ଓ ଯୀଶୁଙ୍କୁ ବେତରେ ମାରିବା ପାଇଁ ଆଦେଶ ଦେଲେ। ତା'ପରେ ସେ ଯୀଶୁଙ୍କୁ କ୍ରୁଶରେ ଚଢ଼ାଇବା ପାଇଁ ସୈନ୍ୟମାନଙ୍କ ହାତରେ ଅର୍ପଣ କଲେ। Viz kapitola |