ମାଥିଉ 27:28 - ଓଡିଆ ବାଇବେଲ28 ପୁଣି, ସେମାନେ ତାହାଙ୍କ ବସ୍ତ୍ର କାଢ଼ିନେଇ ତାହାଙ୍କୁ କୃଷ୍ଣଲୋହିତ ବର୍ଣ୍ଣର ବସ୍ତ୍ର ପିନ୍ଧାଇଲେ, Viz kapitolaପବିତ୍ର ବାଇବଲ (Re-edited) - (BSI)28 ପୁଣି, ସେମାନେ ତାହାଙ୍କ ବସ୍ତ୍ର କାଢ଼ିନେଇ ତାହାଙ୍କୁ କୃଷ୍ଣଲୋହିତ ବର୍ଣ୍ଣର ବସ୍ତ୍ର ପିନ୍ଧାଇଲେ, Viz kapitolaପବିତ୍ର ବାଇବଲ (CL) NT (BSI)28 ତାଙ୍କ ପୋଷାକ କାଢ଼ି ନେଇ ତାଙ୍କୁ ଗୋଟିଏ ବାଇଗଣିଆ ରଙ୍ଗର ପୋଷାକ ପିନ୍ଧାଇଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ପୁଣି, ସେମାନେ ତାହାଙ୍କ ବସ୍ତ୍ର କାଢ଼ିନେଇ ତାହାଙ୍କୁ ଲୋହିତବର୍ଣ୍ଣର ବସ୍ତ୍ର ପିନ୍ଧାଇଲେ, Viz kapitolaପବିତ୍ର ବାଇବଲ28 ସୈନ୍ୟମାନେ ଯୀଶୁଙ୍କ ପୋଷାକ କାଢ଼ି ପକାଇଲେ ଓ ତାହାଙ୍କୁ ବାଇଗଣୀ ପୋଷାକଟି ପିନ୍ଧାଇ ଦେଲେ। Viz kapitola |