ମାଥିଉ 27:41 - ଓଡିଆ ବାଇବେଲ41 ପ୍ରଧାନ ଯାଜକମାନେ ମଧ୍ୟ ସେହି ପ୍ରକାରେ ଶାସ୍ତ୍ରୀ ଓ ପ୍ରାଚୀନବର୍ଗଙ୍କ ସହିତ ପରିହାସ କରିବାକୁ ଲାଗିଲେ, Viz kapitolaପବିତ୍ର ବାଇବଲ (Re-edited) - (BSI)41 ପ୍ରଧାନ ଯାଜକମାନେ ମଧ୍ୟ ସେହି ପ୍ରକାରେ ଶାସ୍ତ୍ରୀ ଓ ପ୍ରାଚୀନବର୍ଗଙ୍କ ସହିତ ପରିହାସ କରି କହିବାକୁ ଲାଗିଲେ, Viz kapitolaପବିତ୍ର ବାଇବଲ (CL) NT (BSI)41 ପ୍ରଧାନ ପୁରୋହିତ, ଧର୍ମଗୁରୁ ଓ ସଂପ୍ରଦାୟର ବୟୋବୃଦ୍ଧ ନେତାମାନେ ମଧ୍ୟ ଯୀଶୁଙ୍କୁ ବିଦ୍ରୁପ କରି କହିଲେ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT41 ପ୍ରଧାନ ଯାଜକମାନେ ମଧ୍ୟ ସେହି ପ୍ରକାରେ ଶାସ୍ତ୍ରୀ ଓ ପ୍ରାଚୀନବର୍ଗଙ୍କ ସହିତ ପରିହାସ କରିବାକୁ ଲାଗିଲେ, Viz kapitolaପବିତ୍ର ବାଇବଲ41 ପ୍ରଧାନଯାଜକ, ଧର୍ମଶାସ୍ତ୍ରୀ ଓ ପ୍ରାଚୀନମାନେ ମଧ୍ୟ ସେଠାରେ ଥିଲେ। ସେମାନେ ମଧ୍ୟ ଅନ୍ୟମାନଙ୍କ ଭଳି ଯୀଶୁଙ୍କୁ ଥଟ୍ଟା କରୁଥିଲେ। Viz kapitola |