Online Bible

- Reklamy -




ମାଥିଉ 27:51 - ଓଡିଆ ବାଇବେଲ

51 ପୁଣି, ଦେଖ, ମନ୍ଦିରର ବିଚ୍ଛେଦବସ୍ତ୍ର ଉପରୁ ତଳ ପର୍ଯ୍ୟନ୍ତ ଚିରି ଦୁଇ ଖଣ୍ଡ ହେଲା, ଆଉ ଭୂମିକମ୍ପ ହେଲା ଓ ଶୈଳସବୁ ବିଦୀର୍ଣ୍ଣ ହେଲା,

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

51 ପୁଣି ଦେଖ, ମନ୍ଦିରର ବିଚ୍ଛେଦବସ୍ତ୍ର ଉପରୁ ତଳ ପର୍ଯ୍ୟନ୍ତ ଚିରି ଦୁଇ ଖଣ୍ତ ହେଲା, ଆଉ ଭୂମିକମ୍ପ ହେଲା ଓ ଶୈଳସବୁ ବିଦୀର୍ଣ୍ଣ ହେଲା,

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

51 ସେହି ସମୟରେ ମନ୍ଦିରରେ ଝୁଲୁଥିବା ପର୍ଦ୍ଦା ଉପରୁ ତଳ ଯାଏ ଦୁଇ ଖଣ୍ଡ ହୋଇ ଚିରିଗଲା। ଭୂମିକମ୍ପ ହେଲା, ପାହାଡ଼ଗୁଡ଼ିକ ଫାଟିଗଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

51 ପୁଣି, ଦେଖ, ମନ୍ଦିରର ବିଚ୍ଛେଦବସ୍ତ୍ର ଉପରୁ ତଳ ପର୍ଯ୍ୟନ୍ତ ଚିରି ଦୁଇ ଖଣ୍ଡ ହେଲା, ଆଉ ଭୂମିକମ୍ପ ହେଲା ଓ ଶୈଳସବୁ ବିଦୀର୍ଣ୍ଣ ହେଲା,

Viz kapitola kopírovat

ପବିତ୍ର ବାଇବଲ

51 ତା'ପରେ ମନ୍ଦିରର ପରଦା ଉପରୁ ତଳ ପର୍ଯ୍ୟନ୍ତ ଚିରିଯାଇ ଦୁଇଖଣ୍ଡ ହୋଇଗଲା। ଭୂମିକମ୍ପ ହେଲା, ଓ ପଥର ମାନ ଫାଟିଗଲା,

Viz kapitola kopírovat




ମାଥିଉ 27:51

Následuj nás:

Reklamy


Reklamy