ମାଥିଉ 27:55 - ଓଡିଆ ବାଇବେଲ55 ଆଉ, ଅନେକ ସ୍ତ୍ରୀଲୋକ ସେ ସ୍ଥାନରେ ଥାଇ ଦୂରରୁ ଦେଖୁଥିଲେ; ସେମାନେ ଯୀଶୁଙ୍କ ସେବା କରୁ କରୁ ଗାଲିଲୀରୁ ତାହାଙ୍କ ସାଙ୍ଗରେ ଆସିଥିଲେ; Viz kapitolaପବିତ୍ର ବାଇବଲ (Re-edited) - (BSI)55 ଆଉ, ଅନେକ ସ୍ତ୍ରୀଲୋକ ସେ ସ୍ଥାନରେ ଥାଇ ଦୂରରୁ ଦେଖୁଥିଲେ; ସେମାନେ ଯୀଶୁଙ୍କ ସେବା କରୁ କରୁ ଗାଲିଲୀରୁ ତାହାଙ୍କ ସାଙ୍ଗରେ ଆସିଥିଲେ; Viz kapitolaପବିତ୍ର ବାଇବଲ (CL) NT (BSI)55 ଗାଲିଲୀରୁ ଯୀଶୁଙ୍କୁ ଅନୁସରଣ କରି, ତାଙ୍କୁ ସାହାଯ୍ୟ କରିଥିବା ଅନେକ ସ୍ତ୍ରୀ ଲୋକ ଦୂରରେ ରହି ସବୁ ଦେଖୁଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT55 ଆଉ, ଅନେକ ସ୍ତ୍ରୀଲୋକ ସେ ସ୍ଥାନରେ ଥାଇ ଦୂରରୁ ଦେଖୁଥିଲେ; ସେମାନେ ଯୀଶୁଙ୍କ ସେବା କରୁ କରୁ ଗାଲିଲୀରୁ ତାହାଙ୍କ ସାଙ୍ଗରେ ଆସିଥିଲେ; Viz kapitolaପବିତ୍ର ବାଇବଲ55 କିଛି ଦୂରରେ ଅନେକ ସ୍ତ୍ରୀଲୋକ ଏସବୁ ଦେଖୁଥିଲେ। ଏହି ସ୍ତ୍ରୀଲୋକମାନେ ଯୀଶୁଙ୍କ ଯତ୍ନ ନେବା ପାଇଁ ଗାଲିଲୀରୁ ତାହାଙ୍କ ସହିତ ଆସିଥିଲେ। Viz kapitola |