ମାଥିଉ 27:65 - ଓଡିଆ ବାଇବେଲ65 ପୀଲାତ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କର ପ୍ରହରୀଦଳ ଅଛି, ତୁମ୍ଭେମାନେ ଯାଇ ଯଥାସାଧ୍ୟ ତାହା ସୁରକ୍ଷା କର । Viz kapitolaପବିତ୍ର ବାଇବଲ (Re-edited) - (BSI)65 ପୀଲାତ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କର ପ୍ରହରୀଦଳ ଅଛି, ତୁମ୍ଭେମାନେ ଯାଇ ଯଥାସାଧ୍ୟ ତାହା ସୁରକ୍ଷିତ କର। Viz kapitolaପବିତ୍ର ବାଇବଲ (CL) NT (BSI)65 ପିଲାତ ଉତ୍ତର ଦେଲେ, “ଦଳେ ପ୍ରହରୀକୁ ନେଇଯାଅ ଓ ସେହି କବରକକୁ ଯଥାସାଧ୍ୟ ସୁରକ୍ଷା କର।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT65 ପୀଲାତ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କର ପ୍ରହରୀ-ଦଳ ଅଛି, ତୁମ୍ଭେମାନେ ଯାଇ ଯଥାସାଧ୍ୟ ତାହା ସୁରକ୍ଷା କର। Viz kapitolaପବିତ୍ର ବାଇବଲ65 ପୀଲାତ ସେମାନଙ୍କୁ କହିଲେ, “ତୁମ୍ଭେ ପହରା ପାଇଁ ସୈନ୍ୟ ନେଇ ଯାଇପାର। ତୁମ୍ଭେ ଯେଭଳି ଭଲ ଭାବୁଛ, ଯାଅ ଓ ସେହିପରି କବରସ୍ଥାନକୁ ପହରା ଦେଇ ନିରାପଦରେ ରଖ।” Viz kapitola |