ମାଥିଉ 27:8 - ଓଡିଆ ବାଇବେଲ8 ଏଣୁ ଆଜି ପର୍ଯ୍ୟନ୍ତ ସେହି କ୍ଷେତ୍ରକୁ ରକ୍ତକ୍ଷେତ୍ର ବୋଲି କହନ୍ତି । Viz kapitolaପବିତ୍ର ବାଇବଲ (Re-edited) - (BSI)8 ଏଣୁ ଆଜି ପର୍ଯ୍ୟନ୍ତ ସେହି କ୍ଷେତ୍ରକୁ ରକ୍ତକ୍ଷେତ୍ର ବୋଲି କହନ୍ତି। Viz kapitolaପବିତ୍ର ବାଇବଲ (CL) NT (BSI)8 ଏହା ବିଦେଶୀମାନଙ୍କ କବର ସ୍ଥାନ ରୂପେ ବ୍ୟବହୃତ ହେଲା। ଆଜି କାଲି ସେହି କ୍ଷେତଟିକୁ ‘ରକ୍ତ କ୍ଷେତ୍ର’ ବୋଲି କୁହାଯାଉଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଏଣୁ ଆଜି ପର୍ଯ୍ୟନ୍ତ ସେହି କ୍ଷେତ୍ରକୁ ରକ୍ତକ୍ଷେତ୍ର ବୋଲି କହନ୍ତି। Viz kapitolaପବିତ୍ର ବାଇବଲ8 ତେଣୁ ଏବେ ସୁଦ୍ଧା ଏହି ଜମିଟିକୁ ରକ୍ତକ୍ଷେତ୍ର ବୋଲି କୁହାଯାଉଛି। Viz kapitola |