ମାଥିଉ 28:15 - ଓଡିଆ ବାଇବେଲ15 ସେଥିରେ ସେମାନେ ଟଙ୍କା ନେଇ ଯେପରି ଶିକ୍ଷା ପାଇଥିଲେ, ସେହିପରି କଲେ । ଏଣୁ ଏହି କଥା ଯିହୂଦୀମାନଙ୍କ ମଧ୍ୟରେ ବ୍ୟାପିଯାଇ ଆଜି ପର୍ଯ୍ୟନ୍ତ ପ୍ରଚଳିତ ଅଛି । Viz kapitolaପବିତ୍ର ବାଇବଲ (Re-edited) - (BSI)15 ସେଥିରେ ସେମାନେ ଟଙ୍କା ନେଇ ଯେପରି ଶିକ୍ଷା ପାଇଥିଲେ, ସେହିପରି କଲେ। ଏଣୁ ଏହି କଥା ଯିହୁଦୀମାନଙ୍କ ମଧ୍ୟରେ ବ୍ୟାପିଯାଇ ଆଜି ପର୍ଯ୍ୟନ୍ତ ପ୍ରଚଳିତ ଅଛି। Viz kapitolaପବିତ୍ର ବାଇବଲ (CL) NT (BSI)15 ପ୍ରହରୀମାନେ ଟଙ୍କା ନେଇ ସେମାନଙ୍କୁ କୁହାଯାଇଥିବା ଅନୁଯାୟୀ କାର୍ଯ୍ୟ କଲେ। ସେମାନେ ସେତେବେଳେ ଯାହା କହିଲେ, ଇହୁଦୀମାନେ ଆଜି ପର୍ଯ୍ୟନ୍ତ ସେହି କଥା ପ୍ରଚାର କରୁଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ସେଥିରେ ସେମାନେ ଟଙ୍କା ନେଇ ଯେପରି ଶିକ୍ଷା ପାଇଥିଲେ, ସେହିପରି କଲେ। ଏଣୁ ଏହି କଥା ଯିହୁଦୀମାନଙ୍କ ମଧ୍ୟରେ ବ୍ୟାପିଯାଇ ଆଜି ପର୍ଯ୍ୟନ୍ତ ପ୍ରଚଳିତ ଅଛି। Viz kapitolaପବିତ୍ର ବାଇବଲ15 ସୈନ୍ୟମାନେ ଟଙ୍କାତକ ନେଲେ। ସେମାନଙ୍କୁ ଯେପରି କରିବାକୁ ଶିଖାଯାଇଥିଲା, ସେମାନେ ତାହା ହିଁ କଲେ। ଏବଂ ଏ କଥାଟି ଆଜି ପର୍ଯ୍ୟନ୍ତ ମଧ୍ୟ ଯିହୂଦୀମାନଙ୍କ ମଧ୍ୟରେ ପ୍ରଚଳିତ ଅଛି। Viz kapitola |