ମାଥିଉ 28:20 - ଓଡିଆ ବାଇବେଲ20 ମୁଁ ତୁମ୍ଭମାନଙ୍କୁ ଯେଉଁ ଯେଉଁ ଆଜ୍ଞା ଦେଇଅଛି, ସେହି ସବୁ ପାଳନ କରିବାକୁ ଶିକ୍ଷା ଦେଇ ସେମାନଙ୍କୁ ଶିଷ୍ୟ କର; ଆଉ ଦେଖ, ଯୁଗାନ୍ତ ପର୍ଯ୍ୟନ୍ତ ସଦାସର୍ବଦା ମୁଁ ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଅଛି । Viz kapitolaପବିତ୍ର ବାଇବଲ (Re-edited) - (BSI)20 ମୁଁ ତୁମ୍ଭମାନଙ୍କୁ ଯେଉଁ ଯେଉଁ ଆଜ୍ଞା ଦେଇଅଛି, ସେହିସବୁ ପାଳନ କରିବାକୁ ଶିକ୍ଷା ଦେଇ ସେମାନଙ୍କୁ ଶିଷ୍ୟ କର; ଆଉ ଦେଖ, ଯୁଗା; ପର୍ଯ୍ୟନ୍ତ ସଦାସର୍ବଦା ମୁଁ ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଅଛି। Viz kapitolaପବିତ୍ର ବାଇବଲ (CL) NT (BSI)20 ଏବଂ ମୁଁ ଯେଉଁସବୁ ଆଜ୍ଞା ଦେଇଛି, ତାହା ପାଳନ କରିବାକୁ ସେମାନଙ୍କୁ ଶିକ୍ଷା ଦିଅ। ପୁଣି ମନେରଖ, ଯୁଗାନ୍ତ ପର୍ଯ୍ୟନ୍ତ ମୁଁ ଚିରକାଳ ତୁମ୍ଭମାନଙ୍କ ସଙ୍ଗରେ ରହିବି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ମୁଁ ତୁମ୍ଭମାନଙ୍କୁ ଯେଉଁ ଯେଉଁ ଆଜ୍ଞା ଦେଇଅଛି, ସେହିସବୁ ପାଳନ କରିବାକୁ ଶିକ୍ଷା ଦେଇ ସେମାନଙ୍କୁ ଶିଷ୍ୟ କର; ଆଉ ଦେଖ, ଯୁଗାନ୍ତ ପର୍ଯ୍ୟନ୍ତ ସଦାସର୍ବଦା ମୁଁ ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଅଛି।” Viz kapitolaପବିତ୍ର ବାଇବଲ20 ମୁଁ ତୁମ୍ଭମାନଙ୍କୁ ଯାହାସବୁ କହିଛି, ସେ ସବୁ କଥା ପାଳନ କରିବା ପାଇଁ ଲୋକମାନଙ୍କୁ ଶିକ୍ଷା ଦିଅ। ମୁଁ ତୁମ୍ଭମାନଙ୍କ ସହିତ ସଦାସର୍ବଦା ରହିବି ବୋଲି ତୁମ୍ଭେମାନେ ଦୃଢ଼ ବିଶ୍ୱାସ ରଖ। ଜଗତର ଶେଷ ସମୟ ପର୍ଯ୍ୟନ୍ତ ମଧ୍ୟ ମୁଁ ତୁମ୍ଭ ସଙ୍ଗେ ସଙ୍ଗେ ରହିବି।” Viz kapitola |