ମାଥିଉ 28:6 - ଓଡିଆ ବାଇବେଲ6 ସେ ଏଠାରେ ନାହାଁନ୍ତି, କାରଣ ସେ ଯେପରି କହିଥିଲେ, ସେହିପରି ଉଠିଅଛନ୍ତି । ଆସ, ସେ ଯେଉଁଠାରେ ଶୋଇଥିଲେ ସେହି ସ୍ଥାନ ଦେଖ । Viz kapitolaପବିତ୍ର ବାଇବଲ (Re-edited) - (BSI)6 ସେ ଏଠାରେ ନାହାନ୍ତି, କାରଣ ସେ ଯେପରି କହିଥିଲେ, ସେହିପରି ଉଠିଅଛନ୍ତି। ଆସ, ସେ ଯେଉଁଠାରେ ଶୋଇଥିଲେ, ସେହି ସ୍ଥାନ ଦେଖ। Viz kapitolaପବିତ୍ର ବାଇବଲ (CL) NT (BSI)6 ସେ ଏଠାରେ ନାହାନ୍ତି। ତାଙ୍କର କହିବା ଅନୁଯାୟୀ ସେ ପୁନରୁତ୍ôଥତ ହୋଇଛନ୍ତି। ଏଠିକି ଆସି ଦେଖ, ଏହିଠାରେ ତାଙ୍କୁ ଶୁଆଇ ଦେଇଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ସେ ଏଠାରେ ନାହାନ୍ତି, କାରଣ ସେ ଯେପରି କହିଥିଲେ, ସେହିପରି ଉଠିଅଛନ୍ତି। ଆସ, ସେ ଯେଉଁଠାରେ ଶୋଇଥିଲେ ସେହି ସ୍ଥାନ ଦେଖ। Viz kapitolaପବିତ୍ର ବାଇବଲ6 କିନ୍ତୁ ଯୀଶୁ ଏଠାରେ ନାହାନ୍ତି। ସେ ତାହାଙ୍କ କଥା ଅନୁସାରେ ମୃତ୍ୟୁରୁ ପୁନରୁତ୍ଥିତ ହୋଇଛନ୍ତି। ତାହାଙ୍କ ଶବ ଯେଉଁ ସ୍ଥାନରେ ରଖା ଯାଇଥିଲା, ସେ ସ୍ଥାନ ତୁମ୍ଭେ ଆସି ଦେଖ। Viz kapitola |