Online Bible

- Reklamy -




ମାଥିଉ 28:8 - ଓଡିଆ ବାଇବେଲ

8 ଏଥିରେ ସେମାନେ ଭୟ ଓ ମହାନନ୍ଦରେ ସମାଧି ନିକଟରୁ ଶୀଘ୍ର ଚାଲିଯାଇ ତାହାଙ୍କ ଶିଷ୍ୟମାନଙ୍କୁ ସମ୍ବାଦ ଦେବା ପାଇଁ ଦୌଡ଼ିଲେ ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

8 ଏଥିରେ ସେମାନେ ଭୟ ଓ ମହାନନ୍ଦରେ ସମାଧି ନିକଟରୁ ଶୀଘ୍ର ପ୍ରସ୍ଥାନ କରି ତାହାଙ୍କ ଶିଷ୍ୟମାନଙ୍କୁ ସମ୍ଵାଦ ଦେବା ନିମନ୍ତେ ଦୌଡ଼ିଲେ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

8 ଏହା ଶୁଣି ସେମାନେ ତୁରନ୍ତ କବର ଛାଡ଼ି ଶିଷ୍ୟମାନଙ୍କ ନିକଟକୁ ଦୌଡ଼ିଗଲେ। ଭୟଭୀତ ହୋଇଥିଲେ ସୁଦ୍ଧା, ସେମାନେ ମନରେ ଅପାର ଆନନ୍ଦ ଅନୁଭବ କରୁଥିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଏଥିରେ ସେମାନେ ଭୟ ଓ ମହାନନ୍ଦରେ ସମାଧି ନିକଟରୁ ଶୀଘ୍ର ଚାଲିଯାଇ ତାହାଙ୍କ ଶିଷ୍ୟମାନଙ୍କୁ ସମ୍ବାଦ ଦେବା ପାଇଁ ଦୌଡ଼ିଲେ।

Viz kapitola kopírovat

ପବିତ୍ର ବାଇବଲ

8 ତେଣୁ ସେହି ସ୍ତ୍ରୀଲୋକମାନେ ତ‌‌‌ତ୍‌‌କ୍ଷଣାତ୍ କବର ସ୍ଥାନ ଛାଡ଼ି ଗ୍ଭଲିଗଲେ। ସେମାନେ ଡରି ଯାଇଥିଲେ, କିନ୍ତୁ ବହୁତ ଖୁସୀ ମଧ୍ୟ ଥିଲେ। ଯାହାସବୁ ଘଟିଗଲା, ସେ ସବୁ ଯୀଶୁଙ୍କ ଶିଷ୍ୟମାନଙ୍କୁ ଜଣାଇବା ପାଇଁ ସେମାନେ ଦୌଡ଼ି ଦୌଡ଼ି ଗଲେ।

Viz kapitola kopírovat




ମାଥିଉ 28:8

Následuj nás:

Reklamy


Reklamy