ମାଥିଉ 3:13 - ଓଡିଆ ବାଇବେଲ13 ସେତେବେଳେ ଯୀଶୁ ଯୋହନଙ୍କ ଦ୍ୱାରା ବାପ୍ତିଜିତ ହେବା ନିମନ୍ତେ ଗାଲିଲୀରୁ ଯର୍ଦନକୁ ଆସିଲେ । Viz kapitolaପବିତ୍ର ବାଇବଲ (Re-edited) - (BSI)13 ସେତେବେଳେ ଯୀଶୁ ଯୋହନଙ୍କ ଦ୍ଵାରା ବାପ୍ତିଜିତ ହେବା ନିମନ୍ତେ ଗାଲିଲୀରୁ ଯର୍ଦ୍ଦନକୁ ଆସିଲେ। Viz kapitolaପବିତ୍ର ବାଇବଲ (CL) NT (BSI)13 ସେତେବେଳେ ଯୀଶୁ ଗାଲିଲୀରୁ ଆସି ଜଳଦୀକ୍ଷା ଗ୍ରହଣ କରିବା ପାଇଁ ଯର୍ଦ୍ଦନ ନଦୀକୂଳରେ ଯୋହନଙ୍କ ନିକଟରେ ଉପସ୍ଥିତ ହେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ସେତେବେଳେ ଯୀଶୁ ଯୋହନଙ୍କ ଦ୍ୱାରା ବାପ୍ତିଜିତ ହେବା ନିମନ୍ତେ ଗାଲିଲୀରୁ ଯର୍ଦ୍ଦନ ନଦୀକୁ ଆସିଲେ। Viz kapitolaପବିତ୍ର ବାଇବଲ13 ସେହି ସମୟରେ ଯୋହନଙ୍କଠାରୁ ବାପ୍ତିସ୍ମ ନେବା ପାଇଁ ଯୀଶୁ ଗାଲିଲୀରୁ ଯର୍ଦ୍ଦନ ନଦୀ କୂଳକୁ ଆସିଲେ। Viz kapitola |