ମାଥିଉ 3:17 - ଓଡିଆ ବାଇବେଲ17 ଆଉ ଦେଖ, ଆକାଶରୁ ଏହି ବାଣୀ ହେଲା, "ଏ ଆମ୍ଭର ପ୍ରିୟ ପୁତ୍ର, ଏହାଙ୍କଠାରେ ଆମ୍ଭର ପରମ ସନ୍ତୋଷ ।" Viz kapitolaପବିତ୍ର ବାଇବଲ (Re-edited) - (BSI)17 ଆଉ ଦେଖ, ଆକାଶରୁ ଏହି ବାଣୀ ହେଲା, ଏ ଆମ୍ଭର ପ୍ରିୟ ପୁତ୍ର, ଏହାଙ୍କଠାରେ ଆମ୍ଭର ପରମ ସନ୍ତୋଷ, । Viz kapitolaପବିତ୍ର ବାଇବଲ (CL) NT (BSI)17 ତତ୍ପରେ ସ୍ୱର୍ଗରୁ ଐଶୀବାଣୀ ଉଚ୍ଚାରିତ ହେଲା, “ଏହି ମୋର ପ୍ରିୟ ପୁତ୍ର, ତାଙ୍କଠାରେ ମୁଁ ସନ୍ତୁଷ୍ଟ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଆଉ ଦେଖ, ଆକାଶରୁ ଏହି ବାଣୀ ହେଲା, “ଏ ଆମ୍ଭର ପ୍ରିୟ ପୁତ୍ର, ଏହାଙ୍କଠାରେ ଆମ୍ଭର ପରମ ସନ୍ତୋଷ।” Viz kapitolaପବିତ୍ର ବାଇବଲ17 ସେତେବେଳେ ଆକାଶରୁ ଏହି ବାଣୀ ହେଲା: “ଏ ମୋର ପ୍ରିୟ ପୁତ୍ର ଓ ମୁଁ ତାହାଙ୍କୁ ପ୍ରେମ କରେ। ମୁଁ ତାହାଙ୍କ ଉପରେ ପରମ ସନ୍ତୁଷ୍ଟ।” Viz kapitola |