ମାଥିଉ 4:1 - ଓଡିଆ ବାଇବେଲ1 ସେତେବେଳେ ଯୀଶୁ ଶୟତାନ ଦ୍ୱାରା ପରୀକ୍ଷିତ ହେବା ନିମନ୍ତେ ଆତ୍ମାଙ୍କ କର୍ତ୍ତୃକ ପ୍ରାନ୍ତରକୁ ନୀତ ହେଲେ, Viz kapitolaପବିତ୍ର ବାଇବଲ (Re-edited) - (BSI)1 ସେତେବେଳେ ଯୀଶୁ ଶୟତାନ ଦ୍ଵାରା ପରୀକ୍ଷିତ ହେବା ନିମନ୍ତେ ଆତ୍ମାଙ୍କ କର୍ତ୍ତୃକ ପ୍ରାନ୍ତରକୁ ନୀତଣହେଲେ, Viz kapitolaପବିତ୍ର ବାଇବଲ (CL) NT (BSI)1 ଏହା ପରେ ପରମାତ୍ମା ତାଙ୍କୁ ମରୁ ପ୍ରାନ୍ତରକୁ କଢ଼ାଇ ନେଲେ। ସେଠାରେ ସେ ଶୟତାନ ଦ୍ୱାରା ପରୀକ୍ଷିତ ହେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ସେତେବେଳେ ଯୀଶୁ ଶୟତାନ ଦ୍ୱାରା ପରୀକ୍ଷିତ ହେବା ନିମନ୍ତେ ପବିତ୍ର ଆତ୍ମାଙ୍କ କର୍ତ୍ତୃକ ପ୍ରାନ୍ତରକୁ ନୀତ ହେଲେ, Viz kapitolaପବିତ୍ର ବାଇବଲ1 ତା'ପରେ ସେହି ପବିତ୍ରଆତ୍ମା ଯୀଶୁଙ୍କୁ ମରୂଭୁମିକୁ କଢ଼ାଇ ନେଇଗଲେ। ଶୟତାନ ଦ୍ୱାରା ପରୀକ୍ଷୀତ ହେବା ପାଇଁ ତାହଙ୍କୁ ସେଠାକୁ ନିଆଯାଇଥିଲା। Viz kapitola |